ରାଜ୍ୟରେ ଆଉ ୬୪୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୨,୯୦୯ ଜଣ ସୁସ୍ଥ ହୋଇଥିବା ବେଳେ ୫,୭୧୫ ଜଣ ଚିକିତ୍ସାଧୀନ ଅଛନ୍ତି। ୨୩ଟି ଜିଲ୍ଲାରୁ ନୂତନ ଭାବେ ଚିହ୍ନଟ ହୋଇଥିବା ଏହି ୬୪୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୩୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି […]

corona-1

corona-1

Jitendra Garnayak
  • Published: Tuesday, 21 July 2020
  • Updated: 21 July 2020, 10:33 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୨,୯୦୯ ଜଣ ସୁସ୍ଥ ହୋଇଥିବା ବେଳେ ୫,୭୧୫ ଜଣ ଚିକିତ୍ସାଧୀନ ଅଛନ୍ତି।

୨୩ଟି ଜିଲ୍ଲାରୁ ନୂତନ ଭାବେ ଚିହ୍ନଟ ହୋଇଥିବା ଏହି ୬୪୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୩୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୧୬ଟି ଲୋକାଲ୍‌ କେସ୍‌। ସେହିପରି ୬୪୭ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୨୫ ଜଣ ଅଛନ୍ତି। ସେହିପରି କଟକ ଜିଲ୍ଲାରୁ ୮୪ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୬୮ ଓ ରାୟଗଡ଼ାରୁ ୪୭ ଜଣ ଅଛନ୍ତି।

ଅନୁଗୋଳରୁ ୩୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪୦, ବରଗଡ଼ରୁ ୪, ଭଦ୍ରକରୁ ୧୨, ବଲାଙ୍ଗିରରୁ ୫, ଢେଙ୍କାନାଳରୁ ୧୦, ଜଗତସିଂହପୁରରୁ ୭, ଯାଜପୁରରୁ ୨, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୧୩, କେନ୍ଦୁଝରରୁ ୮, କୋରାପୁଟରୁ ୨୮, ମାଲକାନଗିରିରୁ ୧୦, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୪, ସମ୍ବଲପୁରରୁ ୧୦, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୨୨ ଜଣ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story