ଆଉ ୬୫ କରୋନା ଆକ୍ରାନ୍ତ ଚିହ୍ନଟ, ୭୩୭ ଛୁଇଁଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଛି। ନୂଆ ୬୫ଟି କେସ୍‌ ମଧ୍ୟରୁ ଯାଜପୁର ଜିଲ୍ଲାର ସର୍ବାଧିକ ୩୧ଟି ରହିଥିବା ବେଳେ ଗଞ୍ଜାମର ୧୩ଟି, କଟକର ୬, କେନ୍ଦ୍ରାପଡ଼ାର ୪, ପୁରୀର ୪, ଖୋର୍ଦ୍ଧାର ୩, ମୟୂରଭଞ୍ଜର ୨ ଓ ନୟାଗଡ଼ର ୨ଟି ରହିଛି। […]

corona

corona

Jitendra Garnayak
  • Published: Saturday, 16 May 2020
  • Updated: 16 May 2020, 10:17 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଛି।

ନୂଆ ୬୫ଟି କେସ୍‌ ମଧ୍ୟରୁ ଯାଜପୁର ଜିଲ୍ଲାର ସର୍ବାଧିକ ୩୧ଟି ରହିଥିବା ବେଳେ ଗଞ୍ଜାମର ୧୩ଟି, କଟକର ୬, କେନ୍ଦ୍ରାପଡ଼ାର ୪, ପୁରୀର ୪, ଖୋର୍ଦ୍ଧାର ୩, ମୟୂରଭଞ୍ଜର ୨ ଓ ନୟାଗଡ଼ର ୨ଟି ରହିଛି।

୧୩ଟି ନୂଆ କେସ୍ ସହିତ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୭ରେ ପହଞ୍ଚିଯାଇଛି। ୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ବାକି ୨୭୪ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି ୩୧ଟି ନୂଆ କେସ୍ ସହିତ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୬୯ ଜଣ ଚିକିତ୍ସାଧୀନ ଅଛନ୍ତି। ୬ ନୂଆ ଆକ୍ରାନ୍ତଙ୍କ ସହିତ କଟକ ଜିଲ୍ଲାରେ ଏହି ସଂଖ୍ୟା ୧୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇସାରିଥିବା ବେଳେ ବାକିମାନେ ଚିକିତ୍ସାଧୀନ ଅଛନ୍ତି।

କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୨ ଜଣ ସୁସ୍ଥ ହୋଇଥିବା ବେଳେ ୨୪ ଜଣ ଚିକିତ୍ସାଧୀନ ରହିଛନ୍ତି। ପୁରୀରେ ୪ଟି ନୂଆ କେସ୍ ସହିତ ଆକ୍ରାନ୍ତଙ୍କ ସଂଖ୍ୟା ୧୮ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ କେବଳ ଜଣେ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରେ ଆଉ ୩ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୫୬ରେ ପହଞ୍ଚିଛି ଓ ସେମାନଙ୍କ ମଧ୍ୟରୁ ୪୫ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯ ଜଣ ଚିକିତ୍ସାଧୀନ ଅଛନ୍ତି।

ମୟୂରଭଞ୍ଜ ଓ ନୟାଗଡ଼ରେ ଆଉ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସେଠାରେ ଆକ୍ରାନ୍ତଙ୍କ ସଂଖ୍ୟା ଯଥାକ୍ରମେ ୧୧ ଓ ୬ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ୭୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୬ ସୁସ୍ଥ ହୋଇସାରିଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଯାଇଛି। ୫୬୮ଟି କେସ୍ ଆକ୍ଟିଭ୍ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story