ରାଜ୍ୟରେ ଆଉ ୬୫ ‘କରୋନା’ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬୫ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଗଞ୍ଜାମରୁ ୧୪, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୧୦ ଜଣ ଲେଖାଏଁ, ଭଦ୍ରକରୁ ୮, କେନ୍ଦୁଝରରୁ ୭, ବଲାଙ୍ଗିରରୁ ୬, ଖୋର୍ଦ୍ଧାରୁ ୩, ବାଲେଶ୍ୱର ଓ ଯାଜପୁରରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ […]

coronavirus

coronavirus

Manoranjan Sial
  • Published: Thursday, 04 June 2020
  • Updated: 04 June 2020, 04:06 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬୫ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଗଞ୍ଜାମରୁ ୧୪, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୧୦ ଜଣ ଲେଖାଏଁ, ଭଦ୍ରକରୁ ୮, କେନ୍ଦୁଝରରୁ ୭, ବଲାଙ୍ଗିରରୁ ୬, ଖୋର୍ଦ୍ଧାରୁ ୩, ବାଲେଶ୍ୱର ଓ ଯାଜପୁରରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

https://twitter.com/HFWOdisha/status/1268486745030635520?s=20

ଆଜି ସୁଦ୍ଧା ରାଜ୍ୟରେ ୨୪୭୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ୯୯୭ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story