ରାଜ୍ୟରେ ଆଉ ୬୫ ‘କରୋନା’ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬୫ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଗଞ୍ଜାମରୁ ୧୪, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୧୦ ଜଣ ଲେଖାଏଁ, ଭଦ୍ରକରୁ ୮, କେନ୍ଦୁଝରରୁ ୭, ବଲାଙ୍ଗିରରୁ ୬, ଖୋର୍ଦ୍ଧାରୁ ୩, ବାଲେଶ୍ୱର ଓ ଯାଜପୁରରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ […]

coronavirus

Manoranjan Sial
  • Published: Thursday, 04 June 2020
  • , Updated: 04 June 2020, 04:06 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬୫ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଗଞ୍ଜାମରୁ ୧୪, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୧୦ ଜଣ ଲେଖାଏଁ, ଭଦ୍ରକରୁ ୮, କେନ୍ଦୁଝରରୁ ୭, ବଲାଙ୍ଗିରରୁ ୬, ଖୋର୍ଦ୍ଧାରୁ ୩, ବାଲେଶ୍ୱର ଓ ଯାଜପୁରରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

https://twitter.com/HFWOdisha/status/1268486745030635520?s=20

ଆଜି ସୁଦ୍ଧା ରାଜ୍ୟରେ ୨୪୭୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ୯୯୭ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

Related story