corona
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୬୬୦ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୧୩୩୯୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1334129862517301249?s=20
ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ସର୍ବାଧିକ ମୟୂରଭଞ୍ଜରୁ ୫୪ ଜଣ ଅଛନ୍ତି। ସେହିପରି ଅନୁଗୋଳରୁ ୫୫, ଖୋର୍ଦ୍ଧାରୁ ୫୪, ସୁନ୍ଦରଗଡ଼ରୁ ୪୬, ବଲାଙ୍ଗିରରୁ ୪୨, ଜଗତସିଂହପୁରରୁ ୩୯, ବାଲେଶ୍ୱରରୁ ୩୮, କଟକରୁ ୩୮, କେନ୍ଦୁଝରରୁ ୩୭, ଝାରସୁଗୁଡ଼ାରୁ ୨୮, କେନ୍ଦ୍ରାପଡ଼ାରୁ ୨୬, ନୂଆପଡ଼ାରୁ ୨୬, ପୁରୀରୁ ୨୩, ସମ୍ୱଲପୁରରୁ ୨୩, ଯାଜପୁରରୁ ୧୭, ଢେଙ୍କାନାଳରୁ ୧୬, ଭଦ୍ରକରୁ ୧୫, କଳାହାଣ୍ଡିରୁ ୧୧, ମାଲକାନଗିରିରୁ ୮, ନବରଙ୍ଗପୁରରୁ ୮, ଦେବଗଡ଼ରୁ ୪, ଗଞ୍ଜାମରୁ ୪, କୋରାପୁଟରୁ ୪, ରାୟଗଡ଼ାରୁ ୪, କନ୍ଧମାଳରୁ ୩, ନୟାଗଡ଼ରୁ ୩, ଗଜପତିରୁ ୨, ସୋନପୁରରୁ ୨ ଓ ଷ୍ଟେଟ୍ ପୁଲରୁ ୧୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/08/corona-4.jpg)