/odisha-reporter/media/post_attachments/uploads/2020/05/corona-1.jpg)
corona
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୬୬୯ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୧୨୭୩୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1333757734416642048?s=20
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ମୟୂରଭଞ୍ଜରୁ ସର୍ବାଧିକ ୬୫ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୫୮, ସୁନ୍ଦରଗଡ଼ରୁ ୫୭, କେନ୍ଦୁଝରରୁ ୪୮, ଝାରସୁଗୁଡ଼ାରୁ ୪୭, ଅନୁଗୋଳରୁ ୪୪, କଟକରୁ ୪୦, ଜଗତସିଂହପୁରରୁ ୩୮, କେନ୍ଦ୍ରାପଡ଼ାରୁ ୩୧, ଯାଜପୁରରୁ ୨୮, ବରଗଡ଼ରୁ ୨୭, ନୂଆପଡ଼ାରୁ ୨୪, ସମ୍ୱଲପୁରରୁ ୨୩, କଳାହାଣ୍ଡିରୁ ୨୦, ବାଲେଶ୍ୱରରୁ ୧୮, ବଲାଙ୍ଗିରିରୁ ୧୬, ଗଞ୍ଜାମରୁ ୧୩, ନବରଙ୍ଗପୁରରୁ ୧୨, ଭଦ୍ରକରୁ ୭, ପୁରୀରୁ ୭, ବୌଦ୍ଧରୁ ୬, ନୟାଗଡ଼ରୁ ୫, ସୋନପୁରରୁ ୫, ଢେଙ୍କାନାଳରୁ ୪, ମାଲକାନଗିରିରୁ ୪, କନ୍ଧମାଳରୁ ୩, କୋରାପୁଟରୁ ୩, ଦେବଗଡ଼ରୁ ୨, ରାୟଗଡ଼ାରୁ ୧ ଓ ଷ୍ଟେଟ୍ ପୁଲରୁ ୧୩ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
