ଆଉ ୬୭ କରୋନା ଆକ୍ରାନ୍ତ ଚିହ୍ନଟ; ୧୩ଶହ ଟପିଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬୭ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୪୯୭ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ବାକି ୮୩୨ଜଣ ଚିକିତ୍ସାଧୀନ ଅଛନ୍ତି। ୬୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। […]

odisha1

odisha1

Jitendra Garnayak
  • Published: Sunday, 24 May 2020
  • Updated: 24 May 2020, 12:37 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬୭ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୪୯୭ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ବାକି ୮୩୨ଜଣ ଚିକିତ୍ସାଧୀନ ଅଛନ୍ତି।

୬୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ୪ ଜଣ ହୋମ୍ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩ ଜଣ ସ୍ଥାନୀୟ ଅଞ୍ଚଳର।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ନୂଆପଡ଼ା ଜିଲ୍ଲାର ଅଛନ୍ତି। ଏହା ସହିତ ନୂଆପଡ଼ା ଜିଲ୍ଲାରେ କରୋନା ପ୍ରବେଶ କରିଛି।

ଏହି ୬୭ ଜଣଙ୍କ ମଧ୍ୟରୁ ପୁରୀ ଜିଲ୍ଲାରୁ ସର୍ବାଧିକ ୧୬ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ରୁ ୧୩, ଗଞ୍ଜାମରୁ ୭, ବଲାଙ୍ଗିରରୁ ୭, ଅନୁଗୋଳରୁ ୬, ସୁନ୍ଦରଗଡ଼ରୁ ୪, କଳାହାଣ୍ଡିରୁ ୪, ଖୋର୍ଦ୍ଧାରୁ ୩, କଟକରୁ ୨, ମାଲକାନଗିରିରୁ ୨, ଜଗତସିଂହପୁରରୁ ଜଣେ, ଢେଙ୍କାନାଳରୁ ଜଣେ ଓ ନୂଆପଡ଼ାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ପୁରୀରେ ଆଉ ୧୬ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧ରେ ପହଞ୍ଚି ଯାଇଛି। ଏଠାରେ ୪ ଜଣ ସୁସ୍ଥ ହୋଇଥିବା ବେଳେ ୭୭ ଜଣ ଚିକିତ୍ସାଧୀନ ଅଛନ୍ତି।

ନୟାଗଡ଼ରେ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୪୫ରେ ପହଞ୍ଚିଛି। ଏଠାରେ ମାତ୍ର ଜଣେ ସୁସ୍ଥ ହୋଇଛନ୍ତି।
ଗଞ୍ଜାମରେ ୭ ନୂଆ ପଜିଟିଭ୍‌ଙ୍କ ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୮ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୨୦୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୪୨ ଜଣ ଚିକିତ୍ସାଧୀନ ଅଛନ୍ତି। ୩ ଜଣଙ୍କ ମୃତ୍ୟୁ ଘଟିଛି।

ବଲାଙ୍ଗିରରେ ବି ୭ ଜଣ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ କେବଳ ୨ ଜଣ ସୁସ୍ଥ ହୋଇଛନ୍ତି। ଅନୁଗୋଳରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୫ ଜଣ ସୁସ୍ଥ ହୋଇସାରିଛନ୍ତି। ସୁନ୍ଦରଗଡ଼ରୁ ପୁଣି ୪ ଜଣ ବାହାରିଥିବା ବେଳେ ମୋଟ ସଂଖ୍ୟା ୩୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୫ ଜଣ ସୁସ୍ଥ ହୋଇସାରିଛନ୍ତି।

କଳାହାଣ୍ଡିରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୧୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ମାତ୍ର ୨ ଜଣ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୭୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୪୮ ଜଣ ସୁସ୍ଥ ହୋଇସାରିଛନ୍ତି। କଟକରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୫୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩ ଜଣ ସୁସ୍ଥ ହୋଇସାରିଛନ୍ତି। ମାଲକାନଗିରିରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୧୦ରେ ପହଞ୍ଚିଛି ଓ ସମସ୍ତେ ଚିକିତ୍ସାଧୀନ ଅଛନ୍ତି। ଜଗତସିଂହପୁରରୁ ଜଣେ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୩୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫ ଜଣ ସୁସ୍ଥ ହୋଇସାରିଛନ୍ତି। ଢେଙ୍କାନାଳରୁ ଜଣେ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ କେବଳ ଜଣେ ସୁସ୍ଥ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story