ସୁସ୍ଥ ହେଲେ ୬୮୭ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୬୮୭ ‘କରୋନା’ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୮୦୬୦ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 16 from Kandhamal 14 from Keonjhar 12 from Baragarh 11 each from Balasore, Kendrapara & Sambalpur 10 from Rayagada 5 from Angul 3 from Nabarangpur 2 from […]

corona-5

corona-5

Manoranjan Sial
  • Published: Tuesday, 28 July 2020
  • Updated: 28 July 2020, 08:22 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୬୮୭ ‘କରୋନା’ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୮୦୬୦ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1288113903742795781?s=20

ସୁସ୍ଥ ହୋଇଥିବା ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୦୭ ଜଣ ଅଛନ୍ତି। ସେହିପରି ଜଗତସିଂହପୁରରୁ ୫୯, ଭଦ୍ରକରୁ ୫୨, ନୟାଗଡ଼ରୁ ୩୫, ଝାରସୁଗୁଡ଼ାରୁ ୩୦, ଯାଜପୁରରୁ ୨୫, କଟକରୁ ୨୪, ଗଜପତିରୁ ୨୩, ମାଲକାନଗିରିରୁ ୧୮, କୋରାପୁଟରୁ ୧୭, କନ୍ଧମାଳରୁ ୧୬, କେନ୍ଦୁଝରରୁ ୧୪, ବରଗଡ଼ରୁ ୧୨, ବଲେଶ୍ୱରରୁ ୧୧, କେନ୍ଦ୍ରାପଡ଼ାରୁ ୧୧, ସମ୍ୱଲପୁରରୁ ୧୧, ରାୟଗଡ଼ାରୁ ୧୦, ଅନୁଗୋଳରୁ ୧୦, ନବରଙ୍ଗପୁରରୁ ୩, କନ୍ଧମାଳରୁ ୨, ବଲାଙ୍ଗିର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ଆଜି ସୁଦ୍ଧା ରାଜ୍ୟରେ ‘କରୋନା’ରେ ୨୮୧୦୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୫୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୮୦୬୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୯୮୫୭ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୩୫ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story