ଓଡ଼ିଶାରେ ଆଉ ୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗୋଟିଏ ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଅନ୍ୟ ପଟେ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ଗୁରୁବାର ରାଜ୍ୟରେ ଆଉ ୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି। ଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତ ସୁସ୍ଥ ସଂଖ୍ୟା ୨୩୫୪ରେ ପହଞ୍ଚିଛି। Another 72 #Covid19 patients have recovered and are being discharged […]

odisha-corona

odisha-corona

Ranjit Kumar Jena
  • Published: Thursday, 11 June 2020
  • Updated: 11 June 2020, 05:16 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗୋଟିଏ ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଅନ୍ୟ ପଟେ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ଗୁରୁବାର ରାଜ୍ୟରେ ଆଉ ୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି। ଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତ ସୁସ୍ଥ ସଂଖ୍ୟା ୨୩୫୪ରେ ପହଞ୍ଚିଛି।

ଆଜି ଗଞ୍ଜାମରୁ ସର୍ବାଧିକ ୧୭ଜଣ ସୁସ୍ଥ ହୋଇଛନ୍ତି। ସେହିପରି ସୋନପୁରରୁ ୯ଜଣ, ବଲାଙ୍ଗିରରୁ ୭ଜଣ, ଜଗତସିଂହପୁରୁ ୬ଜଣ, କଟକ, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ୫ଜଣ ଲେଖାଏ, ବାଲେଶ୍ୱର ଓ ମୟୂରଭଞ୍ଜରୁ ୪ଜଣ ଲେଖାଏ, ଖୋର୍ଦ୍ଧା, କନ୍ଧମାଳ ଓ ସମ୍ବଲପୁରରୁ ତିନିଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ଝାରସୁଗୁଡ଼ାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

ଆଜି ସକାଳେ ରାଜ୍ୟରେ ୧୩୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚି ଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story