Advertisment

ଆରୋଗ୍ୟ ହେଲେ ୭୨୮ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୭୨୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୮୧୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 728 Covid patients have recovered and are being discharged on 25.11.2020 103 from Khordha73 from Mayurbhanj67 from Sundargarh44 from Nuapada42 from Cuttack37 from Baleswar32 from Bolangir30 from […]

ଅଦ୍ୟତନ ହୋଇଛି
ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କାରୋନା

corona-3.1

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୭୨୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୮୧୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

Advertisment

https://twitter.com/HFWOdisha/status/1331583693933010946?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୧୦୩ ଜଣ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୭୩, ସୁନ୍ଦରଗଡ଼ରୁ ୬୭, ନୂଆପଡ଼ାରୁ ୪୪, କଟକରୁ ୪୨, ବାଲେଶ୍ୱରରୁ ୩୭, ବଲାଙ୍ଗିରିରୁ ୩୨, ଜଗତସିଂହପୁରରୁ ୩୦, କେନ୍ଦ୍ରାପଡ଼ାରୁ ୩୦, ସମ୍ୱଲପୁରରୁ ୨୮, ଷ୍ଟେଟ୍‌ ପୁଲ୍‌ରୁ ୨୬, କେନ୍ଦୁଝରରୁ ୨୫, ଅନୁଗୋଳରୁ ୨୪, ବରଗଡ଼ରୁ ୨୧, ଝାରସୁଗୁଡ଼ାରୁ ୧୭, ଯାଜପୁରରୁ ୧୪, କଳାହାଣ୍ଡିରୁ ୧୪, ଢେଙ୍କାନାଳରୁ ୧୩, ପୁରୀରୁ ୧୩, ଭଦ୍ରକରୁ ୧୧, ଦେବଗଡ଼ରୁ ୧୦, ମାଲକାନଗିରିରୁ ୧୦, ନବରଙ୍ଗପୁରରୁ ୧୦, ଗଞ୍ଜାମରୁ ୯, ନୟାଗଡ଼ରୁ ୭, ସୋନପୁରରୁ ୭, କନ୍ଧମାଳରୁ ୫, ରାୟଗଡ଼ାରୁ ୩, କୋରାପୁଟରୁ ୨ ଓ ବୌଦ୍ଧରୁ ଜଣେ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe