ସୁସ୍ଥ ହେଲେ ୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ଆଉ ୭୩ ଜଣ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରେ ସର୍ବାଧିକ ୧୪ ଜଣ କନ୍ଧମାଳ ଜିଲ୍ଲାରୁ ଅଛନ୍ତି। ସେହିପରି କେନ୍ଦୁଝରରୁ ୧୧, ଖୋର୍ଦ୍ଧାରୁ ୧୦, ଭଦ୍ରକରୁ ୯, ଯାଜପୁରରୁ ୭, ମୟୂରଭଞ୍ଜରୁ ୬, ଗଞ୍ଜାମରୁ ୪, କଟକରୁ ୩; ବାଲେଶ୍ୱର, ଜଗତସିଂହପୁର, ଝାରସୁଗୁଡ଼ା କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଓ ବଲାଙ୍ଗିର ଜିଲ୍ଲାରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୪୭ […]

coronavirus-in-india

coronavirus-in-india

Manoranjan Sial
  • Published: Wednesday, 17 June 2020
  • Updated: 17 June 2020, 04:46 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ଆଉ ୭୩ ଜଣ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରେ ସର୍ବାଧିକ ୧୪ ଜଣ କନ୍ଧମାଳ ଜିଲ୍ଲାରୁ ଅଛନ୍ତି। ସେହିପରି କେନ୍ଦୁଝରରୁ ୧୧, ଖୋର୍ଦ୍ଧାରୁ ୧୦, ଭଦ୍ରକରୁ ୯, ଯାଜପୁରରୁ ୭, ମୟୂରଭଞ୍ଜରୁ ୬, ଗଞ୍ଜାମରୁ ୪, କଟକରୁ ୩; ବାଲେଶ୍ୱର, ଜଗତସିଂହପୁର, ଝାରସୁଗୁଡ଼ା କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଓ ବଲାଙ୍ଗିର ଜିଲ୍ଲାରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୪୭ ଜଣ ଆରୋଗ୍ୟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

https://twitter.com/HFWOdisha/status/1273201635519459328?s=20

ସେହିଭଳି ରାଜ୍ୟରେ ଆଜି ଆଉ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରେ ୨୧ ଅଗ୍ନିଶମ କର୍ମଚାରୀ ଅଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନ କେନ୍ଦ୍ରର ୧୪୫ ହୋଇଥିବାବେଳେ ୩୦ଟି ଲୋକାଲ୍ କେସ୍ ରହିଥିବା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୨୧ ଅଗ୍ନିଶମ କର୍ମଚାରୀ। ସେମାନେ ଅମ୍ଫାନ ଡ୍ୟୁଟିରେ ପଶ୍ଚିମ ବଙ୍ଗ ଯାଇ ଫେରିଥିଲେ।ଏଥିସହିତ ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ  ଗଜପତିରୁ ସର୍ବାଧିକ ୫୭ ଥିବା ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story