ଆଉ ୭୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୮ଶହ ପାର ହେଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୭୧୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୧୨୯ ଜଣ ଚିକିତ୍ସାଧୀନ ଅଛନ୍ତି। COVID-19 REPORT FOR 6th JUNE New positive cases: 75 In quarantine: 72 Local contacts: 3 (Details of local contacts will be shared by concerned […]

coronavirus

coronavirus

Jitendra Garnayak
  • Published: Sunday, 07 June 2020
  • Updated: 07 June 2020, 10:34 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୭୧୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୧୨୯ ଜଣ ଚିକିତ୍ସାଧୀନ ଅଛନ୍ତି।

୧୬ଟି ଜିଲ୍ଲାରୁ ନୂତନ ଭାବେ ଚିହ୍ନଟ ଏହି ୭୫ ଜଣଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଆଉ ୩ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଏହି ୭୫ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ସର୍ବାଧିକ ୧୮ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଜଗତସିଂହପୁରରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୨, ଯାଜପୁରରୁ ୭, କେନ୍ଦୁଝରରୁ ୧, ଗଞ୍ଜାମରୁ ୧, ନୟାଗଡ଼ରୁ ୪, କଟକରୁ ୫, ଅନୁଗୋଳରୁ ୨, ଢେଙ୍କାନାଳରୁ ୨, ବଲାଙ୍ଗିରରୁ ୫, ପୁରୀରୁ ୧, ସୋନପୁରରୁ ୩ ଓ କେନ୍ଦ୍ରାପଡ଼ାରୁ ୩ ଜଣ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story