ଆରୋଗ୍ୟ ହେଲେ ୭୫୬୪ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆଜି ୭୫୬୪ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୬୫୧୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 7564 Covid patients have recovered and are being discharged on 11.05.2021 1291 from Khordha732 from Sundargarh529 from Puri470 from Cuttack440 from Sambalpur403 from Jharsuguda382 from Bargarh356 […]

DriveInVaccination

DriveInVaccination

Manoranjan Sial
  • Published: Tuesday, 11 May 2021
  • Updated: 11 May 2021, 09:19 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆଜି ୭୫୬୪ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୬୫୧୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1392132732566704131?s=20

ଆଜି ଖୋର୍ଦ୍ଧାରୁ ସର୍ବାଧିକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଠାରୁ ଆଜି ୧୨୯୧ ଜଣ ଆରୋଗ୍ୟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ  ୭୩୨, ପୁରୀରୁ ୫୨୯, କଟକରୁ ୪୭୦, ସମ୍ୱଲପୁରରୁ ୪୪୦, ଝାରସୁଗୁଡ଼ାରୁ ୪୦୩, ବରଗଡ଼ରୁ ୩୮୨, ନବରଙ୍ଗପୁରରୁ ୩୫୬, ବଲାଙ୍ଗିରରୁ ୨୮୯, ଗଞ୍ଜାମରୁ ୨୬୧, ନୂଆପଡ଼ାରୁ ୨୫୯, କଳାହାଣ୍ଡିରୁ ୧୭୩, ନୟାଗଡ଼ରୁ ୧୫୬, ଢେଙ୍କାନାଳରୁ ୧୪୬, ଭଦ୍ରକରୁ ୧୪୨, ମୟୂରଭଞ୍ଜରୁ ୧୩୪, ଗଜପତିରୁ ୧୨୮, ଯାଜପୁରରୁ ୧୨୭, ସୋନପୁରରୁ ୧୨୧, ଅନୁଗୋଳରୁ ୧୦୮, ଜଗତସିଂହପୁରରୁ ୧୦୫, ବାଲେଶ୍ୱରରୁ ୧୦୦, କୋରାପୁଟରୁ ୯୮, କେନ୍ଦ୍ରାପଡ଼ାରୁ ୮୭, ଦେବଗଡ଼ରୁ ୭୧, କନ୍ଧମାଳରୁ ୬୪, କେନ୍ଦୁଝରରୁ ୫୮, ମାଲକାନଗିରିରୁ ୫୫, ବୌଦ୍ଧରୁ ୨୬, ରାୟଗଡ଼ାରୁ ୧୭ ଓ ଷ୍ଟେଟ୍‌ ପୁଲରୁ ୨୩୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

https://twitter.com/HFWOdisha/status/1392132745787187205?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story