କରୋନାରୁ ଆରୋଗ୍ୟ ହେଲେ ୭୬୬୪ ଆକ୍ରାନ୍ତ; କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆଜି ୭୬୬୪ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୩୯୩୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 7664 Covid patients have recovered and are being discharged on 08.05.2021 961 from Khordha512 from Puri509 from Cuttack473 from Sundargarh464 from Anugul461 from Bolangir437 from Jharsuguda353 […]

Corona

Corona

Manoranjan Sial
  • Published: Saturday, 08 May 2021
  • Updated: 08 May 2021, 07:56 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆଜି ୭୬୬୪ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୩୯୩୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1391003591435952129?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତ ଭିତରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬୧ ଜଣ ଅଛନ୍ତି। ସେହିପରି ପୁରୀରୁ ୫୧୨, କଟକରୁ ୫୦୯,  ସୁନ୍ଦରଗଡ଼ରୁ ୪୭୩, ଅନୁଗୋଳରୁ ୪୬୪, ବଲାଙ୍ଗିରରୁ ୪୬୧, ଝାରସୁଗୁଡ଼ାରୁ ୪୩୭, ନୂଆପଡ଼ାରୁ ୩୫୩, ବରଗଡ଼ରୁ ୩୩୪, ନବରଙ୍ଗପୁରରୁ ୩୩୦, ସମ୍ୱଲପୁରରୁ ୩୨୧, ଯାଜପୁରରୁ ୨୯୦, କଳାହାଣ୍ଡିରୁ ୨୮୯, ମୟୂରଭଞ୍ଜରୁ ୨୨୦, ରାୟଗଡ଼ାରୁ ୧୯୨, ଗଞ୍ଜାମରୁ ୧୬୧, କେନ୍ଦୁଝରରୁ ୧୫୪, ନୟାଗଡ଼ରୁ ୧୪୦, ସୋନପୁରରୁ ୧୨୨, ଜଗତସିଂହପୁରରୁ ୧୧୪, କୋରାପୁଟରୁ ୯୯, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, ଗଜପତିରୁ ୭୮, କେନ୍ଦ୍ରାପଡ଼ାରୁ ୭୭, ଦେବଗଡ଼ରୁ ୭୫, କନ୍ଧମାଳରୁ ୪୫, ମାଲକାନଗିରିରୁ ୩୧, ଢ଼େଙ୍କାନାଳରୁ ୨୨, ବୌଦ୍ଧରୁ ୨୦ ଓ ଷ୍ଟେଟ୍‌ ପୁଲ୍‌ରୁ ୧୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story