ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜି ଆଉ ଆଠ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ବ୍ୟକ୍ତିଙ୍କ ମଧ୍ୟରେ ଯାଜପୁରର ୪ ଜଣ, ଭଦ୍ରକର ୨ଜଣ, ବାଲେଶ୍ୱର ଓ କେନ୍ଦୁଝରର ଜଣେ ଲେଖାଏଁ ବୋଲି ଜଣାଯାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। Another 8 patients have recovered from COVID-19 and are being discharged. 4 are from Jajpur 2 from […]

888888

888888

Tapaswini Nayak
  • Published: Friday, 15 May 2020
  • Updated: 15 May 2020, 12:54 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜି ଆଉ ଆଠ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ବ୍ୟକ୍ତିଙ୍କ ମଧ୍ୟରେ ଯାଜପୁରର ୪ ଜଣ, ଭଦ୍ରକର ୨ଜଣ, ବାଲେଶ୍ୱର ଓ କେନ୍ଦୁଝରର ଜଣେ ଲେଖାଏଁ ବୋଲି ଜଣାଯାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ୬୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୬୬ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟମାନଙ୍କର ବିଭିନ୍ନ କୋଭିଡ ହସପିଟାଲରେ ଚିକିତ୍ସା ଚାଲିଛି।  ତିନି ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story