ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦ ‘କରୋନା’ ଆକ୍ରାନ୍ତ। ସେମାନଙ୍କ ଭିତରୁ ପୁରୀରୁ ୧୭, କେନ୍ଦ୍ରାପଡ଼ାରୁ ୧୬, ମାଲକାନଗିରିରୁ ୧୬, କଟକରୁ ୭, ନୟାଗଡ଼, ସୋନପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ ଏବଂ ଗଞ୍ଜାମ, କନ୍ଧମାଳ ଓ ଖୋର୍ଦ୍ଧାରୁ ୨ ଲେଖାଏଁ ଥିବା ବେଳେ ବଲାଙ୍ଗିର, ନବରଙ୍ଗପୁର ଓ ଜଗତସିଂହପୁରରୁ ଜଣେ ଲେଖାଏଁ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ଭିତରୁ ଅଧାରୁ […]

coronavirus-in-india

coronavirus-in-india

Manoranjan Sial
  • Published: Tuesday, 02 June 2020
  • Updated: 02 June 2020, 03:34 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦ ‘କରୋନା’ ଆକ୍ରାନ୍ତ। ସେମାନଙ୍କ ଭିତରୁ ପୁରୀରୁ ୧୭, କେନ୍ଦ୍ରାପଡ଼ାରୁ ୧୬, ମାଲକାନଗିରିରୁ ୧୬, କଟକରୁ ୭, ନୟାଗଡ଼, ସୋନପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ ଏବଂ ଗଞ୍ଜାମ, କନ୍ଧମାଳ ଓ ଖୋର୍ଦ୍ଧାରୁ ୨ ଲେଖାଏଁ ଥିବା ବେଳେ ବଲାଙ୍ଗିର, ନବରଙ୍ଗପୁର ଓ ଜଗତସିଂହପୁରରୁ ଜଣେ ଲେଖାଏଁ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ଭିତରୁ ଅଧାରୁ ଅଧିକ ଭଲ ହୋଇ ଘରକୁ ଫେରିଗଲେଣି।

https://twitter.com/HFWOdisha/status/1267748900967821312?s=20

ଆଜି ୧୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁସ୍ଥ ହୋଇଛନ୍ତି ୮୦। ସୁସ୍ଥ ହେବା ପରେ ସେମାନେ ସମସ୍ତେ ଘରକୁ ଫେରି ଯାଇଛନ୍ତି। ତେବେ ରାଜ୍ୟର ସ୍ଥିତିକୁ ଦେଖିଲେ ଆଜି ସୁଦ୍ଧା ୨୨୪୫ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏବେ ୯୧୧ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story