/odisha-reporter/media/post_attachments/uploads/2020/09/corona-2.jpg)
corona
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୮୦୨ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୧୦୫୪୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1332678224711565314?s=20
ଗତ ୨୪ ଘଣ୍ଟାରେ ଭିତରେ ଅରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୧୦୪ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୮୦, କଟକରୁ ୭୦, ମୟୂରଭଞ୍ଜରୁ ୫୬, ଜଗତସିଂହପୁରରୁ ୫୧, ନୂଆପଡ଼ାରୁ ୪୯, ଅନଗୋଳରୁ ୪୩, କେନ୍ଦ୍ରାପଡ଼ାରୁ ୩୨, ବଲଙ୍ଗିରରୁ ୨୯, ପୁରୀରୁ ୨୭, କୋରାପୁଟରୁ ୨୬, ଯାଜପୁରରୁ ୨୫, କେନ୍ଦୁଝରରୁ ୨୨, ବରଗଡ଼ରୁ ୨୧, ଭଦ୍ରକରୁ ୨୦, କଳାହାଣ୍ଡିରୁ ୨୦, ସମ୍ବଲପୁର ୧୯, ବାଲେଶ୍ୱରରୁ ୧୫, ଝାରସୁଗୁଡ଼ାରୁ ୧୧, ମାଲକାନଗିରିରୁ ୧୧, ଗଞ୍ଜାମରୁ ୧୦, ନବରଙ୍ଗପୁରରୁ ୧୦, ଢେଙ୍କାନାଳରୁ ୮, ନୟାଗଡ଼ରୁ ୭, କନ୍ଧମାଳରୁ ୬, ରାୟଗଡ଼ାରୁ ୩, ଦେଓଗଡ଼ରୁ ୨, ଗଜପତିରୁ ୨ ଓ ଷ୍ଟେଟ୍ପୁଲରୁ ୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
