Advertisment

ଆରୋଗ୍ୟ ହେଲେ ୮୦୨ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୮୦୨ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୧୦୫୪୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 802 Covid patients have recovered and are being discharged on 28.11.2020 104 from Khordha80 from Sundargarh70 from Cuttack56 from Mayurbhanj51 from Jagatsinghpur49 from Nuapada43 from Anugul32 from Kendrapara29 […]

ରାଜ୍ୟରେ ୮ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ, ଆଉ ୩୯ ମୃତ

corona

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୮୦୨ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୧୦୫୪୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

Advertisment

https://twitter.com/HFWOdisha/status/1332678224711565314?s=20

ଗତ ୨୪ ଘଣ୍ଟାରେ ଭିତରେ ଅରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୧୦୪ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୮୦, କଟକରୁ ୭୦, ମୟୂରଭଞ୍ଜରୁ ୫୬, ଜଗତସିଂହପୁରରୁ ୫୧, ନୂଆପଡ଼ାରୁ ୪୯, ଅନଗୋଳରୁ ୪୩, କେନ୍ଦ୍ରାପଡ଼ାରୁ ୩୨, ବଲଙ୍ଗିରରୁ ୨୯, ପୁରୀରୁ ୨୭, କୋରାପୁଟରୁ ୨୬, ଯାଜପୁରରୁ ୨୫, କେନ୍ଦୁଝରରୁ ୨୨, ବରଗଡ଼ରୁ ୨୧, ଭଦ୍ରକରୁ ୨୦, କଳାହାଣ୍ଡିରୁ ୨୦, ସମ୍ବଲପୁର ୧୯, ବାଲେଶ୍ୱରରୁ ୧୫, ଝାରସୁଗୁଡ଼ାରୁ ୧୧, ମାଲକାନଗିରିରୁ ୧୧, ଗଞ୍ଜାମରୁ ୧୦, ନବରଙ୍ଗପୁରରୁ ୧୦, ଢେଙ୍କାନାଳରୁ ୮, ନୟାଗଡ଼ରୁ ୭, କନ୍ଧମାଳରୁ ୬, ରାୟଗଡ଼ାରୁ ୩, ଦେଓଗଡ଼ରୁ ୨, ଗଜପତିରୁ ୨ ଓ ଷ୍ଟେଟ୍‌ପୁଲରୁ ୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe