/odisha-reporter/media/post_attachments/uploads/2020/10/corona-3.jpg)
corona
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୮୦୯ କରୋନା ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୧୨୦୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1333394470365106176?s=20
ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ସୁନ୍ଦରଗଡ଼ରୁ ସର୍ବାଧିକ ୮୨ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୮୧, ବାଲେଶ୍ୱରରୁ ୬୧, ମୟୂରଭଞ୍ଜରୁ ୫୩, କେନ୍ଦୁଝରରୁ ୫୧, ନୂଆପଡ଼ାରୁ ୫୧, କଟକରୁ ୪୭, ଜଗତସିଂହପୁରରୁ ୪୪, ସମ୍ୱଲପୁରରୁ ୪୦, କେନ୍ଦ୍ରାପଡ଼ାରୁ ୩୮, ଅନୁଗୋଳରୁ ୩୪, ବରଗଡ଼ରୁ ୩୦, ବଲାଙ୍ଗିରରୁ ୨୭, ଝାରସୁଗୁଡ଼ାରୁ ୨୧, ପୁରୀରୁ ୨୦, ଯାଜପୁରରୁ ୧୭, କଳାହାଣ୍ଡିରୁ ୧୩, ଢେଙ୍କାନାଳରୁ ୧୨, ନବରଙ୍ଗପୁରରୁ ୯, ନୟାଗଡ଼ରୁ ୯, ରାୟଗଡ଼ାରୁ ୯, ମାଲକାନଗିରିରୁ ୮, ଭଦ୍ରକରୁ ୭, ଗଞ୍ଜାମରୁ ୬, ବୌଦ୍ଧରୁ ୫, କଳାହାଣ୍ଡିରୁ ୫, କୋରାପୁଟରୁ ୫, ଦେବଗଡ଼ରୁ ୪, ଗଜପତିରୁ ୩, ସୋନପୁରରୁ ୧ ଓ ଷ୍ଟେଟ୍ ପୁଲରୁ ୧୬ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
