ଆରୋଗ୍ୟ ହେଲେ ୯୦୫ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୯୦୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୫୮୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 905 Covid patients have recovered and are being discharged on 22.11.2020 92 from Sundargarh60 from Keonjhar59 from Cuttack49 from Mayurbhanj48 from Khordha43 from Jagatsinghpur43 from Sambalpur41 from […]

corona-kit

Manoranjan Sial
  • Published: Sunday, 22 November 2020
  • , Updated: 22 November 2020, 09:17 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆରୋଗ୍ୟ ହେଲେ ୯୦୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୫୮୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1330503597092724740?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ସୁନ୍ଦରଗଡ଼ରୁ ସର୍ବାଧିକ ୯୨ ଜଣ ଅଛନ୍ତି। ସେହିପରି କେନ୍ଦୁଝରରୁ ୬୦, କଟକରୁ ୫୯, ମୟୂରଭଞ୍ଜରୁ ୪୯, ଖୋର୍ଦ୍ଧାରୁ ୪୮, ଜଗତସିଂହପୁରରୁ ୪୩, ସମ୍ୱଲପୁରରୁ ୪୩, କଳାହାଣ୍ଡି ୪୧, ନୂଆପଡ଼ାରୁ ୪୦, ଅନୁଗୋଳରୁ ୩୯, ଯାଜପୁରରୁ ୩୯, ଯାଜପୁରରୁ ୩୯, କେନ୍ଦ୍ରାପଡ଼ାରୁ ୩୯, ପୁରୀରୁ ୩୯, ବୌଦ୍ଧରୁ ୩୨, ବାଲେଶ୍ୱରରୁ ୨୭, ବରଗଡ଼ରୁ ୨୭, ବଲାଙ୍ଗିରିରୁ ୨୬, ନୟାଗଡ଼ରୁ ୨୨, ଝାରସୁଗୁଡ଼ାରୁ ୨୦, ଗଞ୍ଜାମରୁ ୧୭, ନବରଙ୍ଗପୁରରୁ ୧୪, ମାଲକାନଗିରିରୁ ୧୨, ଢେଙ୍କାନାଳରୁ ୧୧, ଭଦ୍ରକରୁ ୧୦, କୋରାପୁଟରୁ ୧୦, କନ୍ଧମାଳରୁ ୯, ସୋନପୁରରୁ ୭, ଦେବଗଡ଼ରୁ ୪, ଗଜପତିରୁ ୪, ରାୟଗଡ଼ାରୁ ୨ ଓ ଷ୍ଟେଟ୍‌ ପୁଲରୁ ୨୦ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Related story