ଆଜି ରେକର୍ଡ ସଂଖ୍ୟକ କରୋନାରୁ ଆରୋଗ୍ୟ ହେଲେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆଜି ରେକର୍ଡ ସଂଖ୍ୟକ ଆରୋଗ୍ୟ ହୋଇଛନ୍ତି। ଆଜି ୯୩୨୯ ଜଣ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଏଯାଏଁ ୪୯୧୬୭୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Another 9329 Covid patients have recovered and are being discharged on 14.05.2021 1214 from Khordha1136 from Sundargarh780 from Cuttack487 from Bargarh470 from Sambalpur434 […]

corona-warriors

corona-warriors

Manoranjan Sial
  • Published: Friday, 14 May 2021
  • Updated: 14 May 2021, 08:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆଜି ରେକର୍ଡ ସଂଖ୍ୟକ ଆରୋଗ୍ୟ ହୋଇଛନ୍ତି। ଆଜି ୯୩୨୯ ଜଣ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଏଯାଏଁ ୪୯୧୬୭୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1393198484367446018?s=20

ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତ ଭିତରୁ ଖୋର୍ଦ୍ଧା ଆଗରେ ଅଛି। ଏଠାରୁ ୧୨୧୪ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୧୧୩୬, କଟକରୁ ୭୮୦, ବରଗଡ଼ରୁ ୪୮୭, ସମ୍ୱଲପୁରରୁ ୪୭୦, ନୂଆପଡ଼ାରୁ ୪୩୪, କଳାହାଣ୍ଡିରୁ ୪୧୦, ଅନୁଗୋଳରୁ ୩୮୪, ଝାରସୁଗୁଡ଼ାରୁ ୩୮୪, ପୁରୀରୁ ୩୧୯, ବଲାଙ୍ଗିରିରୁ ୩୧୩, ନବରଙ୍ଗପୁରରୁ ୩୧୨, ମୟୂରଭଞ୍ଜରୁ ୨୮୮, ଗଞ୍ଜାମରୁ ୨୬୧,  ନୟାଗଡ଼ରୁ ୨୦୬, ବୌଦ୍ଧରୁ ୨୦୦, ରାୟଗଡ଼ାରୁ ୧୯୯, କେନ୍ଦ୍ରାପଡ଼ାରୁ ୧୯୦, ବାଲେଶ୍ୱରରୁ ୧୫୧, ଜଗତସିଂହପୁରରୁ ୧୪୭, ଗଜପତିରୁ ୧୧୬, କେନ୍ଦୁଝରରୁ ୧୧୩, ଢେଙ୍କାନାଳରୁ ୯୦, କୋରାପୁଟରୁ ୭୨, ମାଲକାନଗିରିରୁ ୭୨, ଯାଜପୁରରୁ ୭୧, କନ୍ଧମାଳରୁ ୫୩, ଭଦ୍ରକରୁ ୫୨, ଦେବଗଡ଼ରୁ ୩୩ ଓ ଷ୍ଟେଟ୍‌ ପୁଲରୁ ୨୪୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

https://twitter.com/HFWOdisha/status/1393198489039872005?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story