ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭ ହଜାର ଡେଇଁଲା, ଆଉ ୯୬ ଛୁଆ ପଜିଟିଭ୍

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୯୬ ଜଣ ଛୁଆ ଅଛନ୍ତି, ଯେଉଁମାନଙ୍କ ବୟସ ଶୂନରୁ ୧୮ ବର୍ଷ ମଧ୍ୟରେ। ସେହିପରି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭ ହଜାର ଟପିଛି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୨୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୯୯ଟି ହେଉଛି ଲୋକାଲ୍ କେସ୍‌। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୯ […]

Corona

Corona

Jitendra Garnayak
  • Published: Tuesday, 17 August 2021
  • Updated: 17 August 2021, 01:26 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୯୬ ଜଣ ଛୁଆ ଅଛନ୍ତି, ଯେଉଁମାନଙ୍କ ବୟସ ଶୂନରୁ ୧୮ ବର୍ଷ ମଧ୍ୟରେ। ସେହିପରି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭ ହଜାର ଟପିଛି।

ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୨୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୯୯ଟି ହେଉଛି ଲୋକାଲ୍ କେସ୍‌। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୯ ଜଣ ଥିବା ବେଳେ କଟକରୁ ୯୧, ଅନୁଗୋଳରୁ ୧୫, ବାଲେଶ୍ୱରରୁ ୧୯, ବରଗଡ଼ରୁ ୨, ଭଦ୍ରକରୁ ୨୨, ବଲାଙ୍ଗିରରୁ ୪, ବୌଦ୍ଧରୁ ଜଣେ, ଦେବଗଡ଼ରୁ ୫, ଢେଙ୍କାନାଳରୁ ୧୫, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩୩, ଯାଜପୁରରୁ ୨୮, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୫, କନ୍ଧମାଳରୁ ୯, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୧୧, କୋରାପୁଟରୁ ୩, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୨୯, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୮, ନୂଆପଡ଼ାରୁ ୨, ପୁରୀରୁ ୧୬, ରାୟଗଡ଼ାରୁ ୮, ସମ୍ବଲପୁରରୁ ୬, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୧୧ ଓ ଷ୍ଟେଟ୍ ପୁଲ୍‌ରୁ ୬୦ ଜଣ ଅଛନ୍ତି। ତେବେ ଗଜପତିରୁ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି।

୭୨୦ଟି ନୂଆ କେସ୍ ଆସିବା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୬ ହଜାର ୧୫୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୭୯ ହଜାର ୪୦୭ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯,୬୭୨ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣଙ୍କ ସଂପର୍କରେ ସରକାରଙ୍କ ପକ୍ଷରୁ ତଥ୍ୟ ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୦୨୧କୁ ବୃଦ୍ଧି ପାଇଛି।

ଏହି ୬୮ ମୃତକଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୧୪ ଜଣ ଥିବା ବେଳେ ଅନୁଗୋଳ ଓ ଜଗତସିଂହପୁରରୁ ୮ ଜଣ ଲେଖାଏଁ, ଯାଜପୁରରୁ ୭, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରୁ ୬ ଜଣ ଲେଖାଏଁ, ଢେଙ୍କାନାଳ ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ, ପୁରୀ ଓ ରାୟଗଡ଼ାରୁ ୩ ଜଣ ଲେଖାଏଁ ଏବଂ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଅଛନ୍ତି।

ଏହା ସହିତ କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୩୪କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୩୦୪, ଜଗତସିଂହପୁରରେ ୧୩୦, ଯାଜପୁରରେ ୧୦୪, ବାଲେଶ୍ୱରରେ ୨୪୦, କେନ୍ଦ୍ରାପଡ଼ାରେ ୧୭୬, ଢେଙ୍କାନାଳରେ ୧୫୧, ଖୋର୍ଦ୍ଧାରେ ୧,୩୯୪, ପୁରୀରେ ୪୧୪, ରାୟଗଡ଼ାରେ ୧୬୪, କେନ୍ଦୁଝରରେ ୧୪୭, ମୟୂରଭଞ୍ଜରେ ୨୩୮ ଓ ସୁନ୍ଦରଗଡ଼ରେ ୫୬୯କୁ ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story