ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୯ ଛୁଇଁଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯ରେ ପହଞ୍ଚିଛି। ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର। ସେ ଜଣେ ପୁରୁଷ ଓ ତାଙ୍କୁ ୫୫ ବର୍ଷ ହୋଇଥିଲା। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସେ ଯକ୍ଷ୍ମାରୋଗରେ ପୀଡ଼ିତ ଥିଲେ। ତା’ସହିତ ତାଙ୍କର ଆଉ କିଛି […]

corona

corona

Jitendra Garnayak
  • Published: Sunday, 07 June 2020
  • Updated: 07 June 2020, 10:36 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯ରେ ପହଞ୍ଚିଛି।

ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର। ସେ ଜଣେ ପୁରୁଷ ଓ ତାଙ୍କୁ ୫୫ ବର୍ଷ ହୋଇଥିଲା। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସେ ଯକ୍ଷ୍ମାରୋଗରେ ପୀଡ଼ିତ ଥିଲେ। ତା’ସହିତ ତାଙ୍କର ଆଉ କିଛି ସମସ୍ୟା ରହିଥିଲା।

ଏହା ସହିତ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଛି। ଖୋର୍ଦ୍ଧାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରେ ଜଣଙ୍କ ମୃତ୍ୟୁ ହୋଇଛି।

ଅନ୍ୟପକ୍ଷରେ ଆଉ ୭୫ଟି ନୂଆ ପଜିଟିଭ୍ କେସ୍ ଆସିବା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୭୧୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୧୨୯ ଜଣ ଚିକିତ୍ସାଧୀନ ଅଛନ୍ତି। ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲେ ବି ସେମାନଙ୍କର ଏଥିପାଇଁ ପ୍ରାଣହାନୀ ହୋଇନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଏହି ଦୁଇ ଜଣ ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story