ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୧୭୭ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ଏହି ସୂଚନା ଦିଆଯାଇଛି। ଏହି ନୂଆ ପଜିଟିଭ୍ ଚିହ୍ନଟ ଯୁବକ ଜଣଙ୍କ ଗଞ୍ଜାମ ଜିଲ୍ଲାର। ତାଙ୍କୁ ୧୮ ବର୍ଷ ହୋଇଛି। ସେ ସୁରତରୁ ଫେରିଥିଲେ। ପଜିଟିଭ୍ ରିପୋର୍ଟ ଆସିବା ପରେ ତାଙ୍କର କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ଏହି […]

Coronavirus

Coronavirus

Jitendra Garnayak
  • Published: Wednesday, 06 May 2020
  • Updated: 06 May 2020, 09:17 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୧୭୭ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ଏହି ସୂଚନା ଦିଆଯାଇଛି।

ଏହି ନୂଆ ପଜିଟିଭ୍ ଚିହ୍ନଟ ଯୁବକ ଜଣଙ୍କ ଗଞ୍ଜାମ ଜିଲ୍ଲାର। ତାଙ୍କୁ ୧୮ ବର୍ଷ ହୋଇଛି। ସେ ସୁରତରୁ ଫେରିଥିଲେ। ପଜିଟିଭ୍ ରିପୋର୍ଟ ଆସିବା ପରେ ତାଙ୍କର କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ଏହି କେସ୍ ସହିତ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ଜିଲ୍ଲାର ୪ ଜଣ ଯାକ କରୋନା ଆକ୍ରାନ୍ତ ଏବେ ଚିକିତ୍ସାଧୀନ ଅଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏଯାବତ୍ ୧୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୫ ଜଣ ଚିକିତ୍ସାଧୀନ ରହିଛନ୍ତି। ୬୦ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଦ୍ୱିତୀୟ ମୃତ୍ୟୁ ଘଟଣା ନେଇ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ଏ ସଂପର୍କରେ ସୂଚନା ଦେଇଛି। ମୃତ ବୃଦ୍ଧ ଜଣଙ୍କ ଭୁବନେଶ୍ୱରର ମଧୁସୂଦନ ନଗରର ବାସିନ୍ଦା ଥିଲେ। ଗତକାଲି ତାଙ୍କର ମୃତ୍ୟୁ ହୋଇଥିଲା। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story