Advertisment

ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ବ୍ୟକ୍ତି ଜଣଙ୍କ ଭୁବନେଶ୍ୱରର। ଫଳରେ ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ୬୨ ଜଣ। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। One more Covid patient from Bhubaneswar has recovered and tested negative for #COVID19. The recovered cases of #Odisha now stand at 62. — H & […]

ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

corona-1-3-1

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ବ୍ୟକ୍ତି ଜଣଙ୍କ ଭୁବନେଶ୍ୱରର। ଫଳରେ ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ୬୨ ଜଣ। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

Advertisment

ସୂଚନାଯୋଗ୍ୟ, ଆଜି ସକାଳେ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ ୧୭ ଜଣ ଗଞ୍ଜାମ ଜିଲ୍ଲାର। ସେମାନଙ୍କ ମଧ୍ୟରୁ ଜଣେ ୨୦ ବର୍ଷୀୟା ମହିଳା ହୋଇଥିବା ବେଳେ ଅବଶିଷ୍ଟ ୧୬ ଜଣ ପୁରୁଷଙ୍କ ବୟସ ୧୮ରୁ ୫୦ ବର୍ଷ ମଧ୍ୟରେ ବୋଲି ସରକାର ସ୍ପଷ୍ଟ କରିଛନ୍ତି । ଆଉ ୩ ଜଣ ମୟୂରଭଞ୍ଜ ଜିଲ୍ଲାର। ସେମାନେ ସମସ୍ତେ ପୁରୁଷ ଓ ବୟସ ଯଥାକ୍ରମେ ୨୧, ୩୬ ଓ ୪୪ ବୋଲି ଜଣାଯାଇଛି। ମୟୂରଭଞ୍ଜ ଜିଲ୍ଲାରେ ପ୍ରଥମ ଥର ପାଇଁ କରୋନା ପାଦ ଥାପିଛି। ଆଜି ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ସୁରତ ଫେରନ୍ତା ବୋଲି ଜଣାପଡ଼ିଛି।

Advertisment

ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୫କୁ ବୃଦ୍ଧି ପାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe