ଗଳିତ ଶବ ଉଦ୍ଧାର

ଭଞ୍ଜନଗର(ଓଡ଼ିଶା ରିପୋର୍ଟର): ତିତ୍‌ଲି ପ୍ରଭାବରେ ଭଞ୍ଜନଗର ଭୁତପଙ୍କାଳ ଗାଁରେ ଭାସିଯାଇଥିବା ଆଉ ଜଣଙ୍କ ଗଳିତ ଶବ ଉଦ୍ଧାର କରାଯାଇଛି। ଭାସିଯିବାର ୧୧ଦିନ ପରେ ଗାଜଲବାଡି ଅଡାଙ୍ଗୀ ନଦୀ ବାଲିରେ ମୃତଦେହ ପୋତି ହୋଇ ରହିଛି। ପୂର୍ବରୁ ଦୁଇଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଏବେ ବି ଆଉ ତିନି ଜଣଙ୍କ ସମ୍ପର୍କରେ କୌଣସି ସୂଚନା ମିଳୁନାହିଁ। ଗତ ୧୧ତାରିଖରେ ତିତ୍‌ଲି ପରେ ହୋଇଥିବା ବନ୍ୟାରେ ଭୁତପଙ୍କାଳ ଗାଁରେ ଘର ସହ ୬ଜଣ ଭାସିଯାଇଥିଲେ।  

deadbody

deadbody

Tapaswini Nayak
  • Published: Monday, 22 October 2018
  • Updated: 22 October 2018, 12:59 PM IST

Sports

Latest News

ଭଞ୍ଜନଗର(ଓଡ଼ିଶା ରିପୋର୍ଟର): ତିତ୍‌ଲି ପ୍ରଭାବରେ ଭଞ୍ଜନଗର ଭୁତପଙ୍କାଳ ଗାଁରେ ଭାସିଯାଇଥିବା ଆଉ ଜଣଙ୍କ ଗଳିତ ଶବ ଉଦ୍ଧାର କରାଯାଇଛି।

ଭାସିଯିବାର ୧୧ଦିନ ପରେ ଗାଜଲବାଡି ଅଡାଙ୍ଗୀ ନଦୀ ବାଲିରେ ମୃତଦେହ ପୋତି ହୋଇ ରହିଛି।

ପୂର୍ବରୁ ଦୁଇଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଏବେ ବି ଆଉ ତିନି ଜଣଙ୍କ ସମ୍ପର୍କରେ କୌଣସି ସୂଚନା ମିଳୁନାହିଁ।

ଗତ ୧୧ତାରିଖରେ ତିତ୍‌ଲି ପରେ ହୋଇଥିବା ବନ୍ୟାରେ ଭୁତପଙ୍କାଳ ଗାଁରେ ଘର ସହ ୬ଜଣ ଭାସିଯାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story