ରାଜ୍ୟରେ କରୋନାରେ ଗଲା ଆଉ ୧୦ ଜୀବନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୬ ରେ ପହଞ୍ଚି ଯାଇଛି। କରୋନାରେ ଆଖି ବୁଜିଥିବା ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ କେବଳ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ଭୁବନେଶ୍ୱର, କଟକ, କୋରାପୁଟ, କଳାହାଣ୍ଡି, ନୟାଗଡ଼ ଓ ରାୟଗଡ଼ାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। […]

corona-2

Tapaswini Nayak
  • Published: Monday, 07 September 2020
  • , Updated: 07 September 2020, 11:47 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୬ ରେ ପହଞ୍ଚି ଯାଇଛି।

କରୋନାରେ ଆଖି ବୁଜିଥିବା ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ କେବଳ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ଭୁବନେଶ୍ୱର, କଟକ, କୋରାପୁଟ, କଳାହାଣ୍ଡି, ନୟାଗଡ଼ ଓ ରାୟଗଡ଼ାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Related story