ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର, ୧୧ରୁ ୧୩ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ମୌସୁମୀ ଋତୁରେ ସୃଷ୍ଟି ହେବାକୁ ଯାଉଛି ସପ୍ତମ ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ସେପ୍ଟେମ୍ୱର ୧୧ରୁ ୧୩ ତାରିଖ ଭିତରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନ ମଧ୍ୟ ବହିବ। ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ। ଏନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେପ୍ଟେମ୍ୱର ୧୧ ତାରିଖ ବେଳକୁ ଉତ୍ତର ତତ ସଂଲଗ୍ନ କେନ୍ଦ୍ରୀୟ […]

Weather Alert:

Weather Alert:

Manoranjan Sial
  • Published: Thursday, 09 September 2021
  • Updated: 09 September 2021, 07:11 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ମୌସୁମୀ ଋତୁରେ ସୃଷ୍ଟି ହେବାକୁ ଯାଉଛି ସପ୍ତମ ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ସେପ୍ଟେମ୍ୱର ୧୧ରୁ ୧୩ ତାରିଖ ଭିତରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନ ମଧ୍ୟ ବହିବ। ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ। ଏନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସେପ୍ଟେମ୍ୱର ୧୧ ତାରିଖ ବେଳକୁ ଉତ୍ତର ତତ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୪୮ ଘଣ୍ଟା ମଧ୍ୟରେ ଆହୁରି ଘନିଭୂତ ହେବାର ପୂର୍ବାନୁମାନ କରାଯାଉଛି। ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ୧୧ରୁ ୧୩ ତାରିଖ ଯାଏଁ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ, ଆଭ୍ୟନ୍ତରୀଣ ତଥା ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ୧୧ରୁ ୧୩ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ, ପଶ୍ଚିମ-କେନ୍ଦ୍ରୀୟ ତତ-ସଙ୍ଗଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଝଡ଼ ପବନ ହେବ। ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ମଝିରେ ମଝିରେ ଝଟକା ପବନର ବେଗ ୬୦ କିମି ରହିବାର ସମ୍ଭାବନା ରହିଛି। ତେଣୁ ଏହି ସମୟରେ ଓଡ଼ିଶା ଉପକୂଳ, ପଶ୍ଚିମ-କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ। ୧୨ ଓ ୧୩ ତାରିଖ ଭିତରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ କୁହାଯାଇଛି।

https://twitter.com/mcbbsr/status/1435942215323246600?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story