ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ; କାଲିଠୁ ଛେଚିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହା ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଉମା ଶଙ୍କର ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର,ଦେଓଗଡ଼, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରେ ଆସନ୍ତାକାଲି ପ୍ରବଳ ବର୍ଷା […]

heavy-rain

heavy-rain

Tapaswini Nayak
  • Published: Friday, 07 August 2020
  • Updated: 07 August 2020, 12:46 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହା ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଉମା ଶଙ୍କର ଦାସ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର,ଦେଓଗଡ଼, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରେ ଆସନ୍ତାକାଲି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଶ୍ରୀ ଦାସ ଆହୁରି କହିଛନ୍ତି, ୯ ତାରିଖ ବେଳକୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ତେବେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ସୋନପୁର, କଳାହାଣ୍ଡି ଜିଲ୍ଲାରେ ୯ ତାରିଖରେ ପ୍ରବଳ ବର୍ଷା ହେବ। ଏହାସହ ୧୦ ତାରିଖ ବେଳକୁ ଗଞ୍ଜାମ, ଗଜପତି,କନ୍ଧମାଳ , କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story