Advertisment

ଆସୁଛି ପୁଣି ଏକ ଲଘୁଚାପ; ୯ରୁ ଭିଜିବ ଏହି ସବୁ ଜିଲ୍ଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୯ ତାରିଖ ପରଠାରୁ ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ତା’ ପ୍ରଭାବରେ ଓଡ଼ିଶାରେ ପୁଣି ବର୍ଷା ହେବ। ଏଥିସହ ମୌସୁମୀ ସକ୍ରିୟ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ  ବିଭାଗ ବିଶେଷଜ୍ଞ ଉମା ଶଙ୍କର ଦାସ କହିଛନ୍ତି। ସେ ଆହୁରି କହିଛନ୍ତି,“ ୮ ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା […]

ଅଦ୍ୟତନ ହୋଇଛି
ଆସୁଛି ପୁଣି ଏକ ଲଘୁଚାପ; ୯ରୁ ଭିଜିବ ଏହି ସବୁ ଜିଲ୍ଲା

rain-12-750x430

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୯ ତାରିଖ ପରଠାରୁ ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ତା’ ପ୍ରଭାବରେ ଓଡ଼ିଶାରେ ପୁଣି ବର୍ଷା ହେବ। ଏଥିସହ ମୌସୁମୀ ସକ୍ରିୟ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ  ବିଭାଗ ବିଶେଷଜ୍ଞ ଉମା ଶଙ୍କର ଦାସ କହିଛନ୍ତି।

Advertisment

ସେ ଆହୁରି କହିଛନ୍ତି,“ ୮ ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣି ମଧ୍ୟ ଜାରି କରାଯାଇଛି।  ତେବେ ଆଗାମୀ ୯ ତାରିଖ ଲଘୁଚାପ  ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସନ୍ଦରଗଡ଼, ସୋନପୁର, ବଲାଙ୍ଗିର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।”

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe