Advertisment

ଆସୁଛି ଆଉ ଏକ ଲଘୁଚାପ, ପୁଣି ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୦ ତାରିଖରୁ ଉତ୍ତରପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ଦେଖାଦେଇଛି।  ଏହାର ପ୍ରଭାବରେ ରାଜ୍ୟର ପ୍ରାୟ ଅଞ୍ଚଳରେ ବର୍ଷା ହେବ ବୋଲି ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଶେଷଜ୍ଞ ଉମାଶଙ୍କର ଦାଶ। ପାଣିପାଗ କେନ୍ଦ୍ର ବିଶେଷଜ୍ଞଙ୍କ ମତରେ ୧୯ରୁ ନବରଙ୍ଗପୁର, କୋରାପୁଟ, ରାୟଗଡ଼ାରେ ବର୍ଷା ହେବ। ପରେ ଏହା ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଉତ୍ତରପଶ୍ଚିମ ଦିଗକୁ ଗତି କଲେ ଉତ୍ତର ଓଡ଼ିଶା ଜିଲ୍ଲାମାନଙ୍କରେ ବର୍ଷା ହେବ। […]

ଅଦ୍ୟତନ ହୋଇଛି
ଆଜି ୫ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷିବ

rain

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୦ ତାରିଖରୁ ଉତ୍ତରପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ଦେଖାଦେଇଛି।  ଏହାର ପ୍ରଭାବରେ ରାଜ୍ୟର ପ୍ରାୟ ଅଞ୍ଚଳରେ ବର୍ଷା ହେବ ବୋଲି ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଶେଷଜ୍ଞ ଉମାଶଙ୍କର ଦାଶ।

Advertisment

ପାଣିପାଗ କେନ୍ଦ୍ର ବିଶେଷଜ୍ଞଙ୍କ ମତରେ ୧୯ରୁ ନବରଙ୍ଗପୁର, କୋରାପୁଟ, ରାୟଗଡ଼ାରେ ବର୍ଷା ହେବ। ପରେ ଏହା ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଉତ୍ତରପଶ୍ଚିମ ଦିଗକୁ ଗତି କଲେ ଉତ୍ତର ଓଡ଼ିଶା ଜିଲ୍ଲାମାନଙ୍କରେ ବର୍ଷା ହେବ।

୨୦, ୨୧, ୨୨ରେ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ଓଡ଼ିଶାରେ ମୌସୁମୀ ଦୁର୍ବଳ ସ୍ଥିତିରେ ରହିଥିବାରୁ ତାପମାତ୍ରା ଅଧିକ ରହୁଛି ବୋଲି କହିଛନ୍ତି ଉମାଶଙ୍କର।

Advertisment
Heavy Rain
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe