ଆସନ୍ତାକାଲି ଆଉ ଏକ ଲଘୁଚାପ, ୬ ଜିଲ୍ଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ୧୦ ତାରିଖରୁ ରାଜ୍ୟରେ ବଡ଼ ଧରଣର ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, କୋରାପୁଟ ଏବଂ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। […]

rain

rain

Jitendra Garnayak
  • Published: Sunday, 07 June 2020
  • Updated: 07 June 2020, 07:37 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ୧୦ ତାରିଖରୁ ରାଜ୍ୟରେ ବଡ଼ ଧରଣର ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, କୋରାପୁଟ ଏବଂ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ ଦକ୍ଷିଣ-ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରି ଧୀରେ ଧୀରେ ଅଗ୍ରସର ହେଉଛି। ଯଦି ଏହି ପ୍ରକ୍ରିୟା ଜାରି ରହେ, ତା’ହେଲେ ୨-୪ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିପାରେ ବୋଲି କୁହାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story