୧୧ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୱେଲମାର୍କ ଲୋ ପ୍ରେସରରେ ପ୍ରଭାବରେ ବର୍ଷା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ ।  ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି। ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଛି। ଆଗାମୀ ୨ରୁ ୩ ଦିନ ମଧ୍ୟରେ […]

rain

rain

Tapaswini Nayak
  • Published: Tuesday, 07 September 2021
  • Updated: 07 September 2021, 04:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୱେଲମାର୍କ ଲୋ ପ୍ରେସରରେ ପ୍ରଭାବରେ ବର୍ଷା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ ।  ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି।

ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଛି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story