ମନ୍ତ୍ରୀ ପଦ୍ମନାଭ ବେହେରାଙ୍କୁ କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସଡ଼କ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କରୋନା ସଂକ୍ରମିତ ହୋଇଛନ୍ତି। ଶ୍ରୀ ବେହେରାଙ୍କୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୮ଜଣ ମନ୍ତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ମନ୍ତ୍ରୀ ଶ୍ରୀ ବେହେରାଙ୍କ ସମେତ ବରିଷ୍ଠ ବିଧାୟକ ପ୍ରଦୀପ ଅମାତ କରୋନା ସଂକ୍ରମିତ ହୋଇଛନ୍ତି। ଉଭୟଙ୍କ ସହ ଫୋନ୍ ଯୋଗେ ମୁଖ୍ୟମନ୍ତ୍ରୀ କଥା ହୋଇ ସେମାନଙ୍କର ଆଶୁଆରୋଗ୍ୟ କାମନା କରିଥିବା କହିଛନ୍ତି। ଉଲ୍ଲେଖଯୋଗ୍ୟ, ଏବେସୁଦ୍ଧା ରାଜ୍ୟର ୭ଜଣ ମନ୍ତ୍ରୀ […]

padmanava-behera

padmanava-behera

Manoranjan Sial
  • Published: Tuesday, 15 September 2020
  • Updated: 17 September 2020, 06:16 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସଡ଼କ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କରୋନା ସଂକ୍ରମିତ ହୋଇଛନ୍ତି। ଶ୍ରୀ ବେହେରାଙ୍କୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୮ଜଣ ମନ୍ତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ମନ୍ତ୍ରୀ ଶ୍ରୀ ବେହେରାଙ୍କ ସମେତ ବରିଷ୍ଠ ବିଧାୟକ ପ୍ରଦୀପ ଅମାତ କରୋନା ସଂକ୍ରମିତ ହୋଇଛନ୍ତି। ଉଭୟଙ୍କ ସହ ଫୋନ୍ ଯୋଗେ ମୁଖ୍ୟମନ୍ତ୍ରୀ କଥା ହୋଇ ସେମାନଙ୍କର ଆଶୁଆରୋଗ୍ୟ କାମନା କରିଥିବା କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଏବେସୁଦ୍ଧା ରାଜ୍ୟର ୭ଜଣ ମନ୍ତ୍ରୀ ଯଥା ସୁଶାନ୍ତ ସିଂ, ଅରୁଣ ସାହୁ, ପଦ୍ମିନୀ ଦିଆନ୍ , ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଟୁକୁନି ସାହୁ,ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ସମୀର ଦାଶ କରୋନା ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ କେବଳ ଶ୍ରୀ ସିଂ ଓ ଶ୍ରୀ ସାହୁ ଏବେ କରୋନାମୁକ୍ତ ହୋଇଥିବା ଜଣାପଡ଼ିଛି।

https://twitter.com/Naveen_Odisha/status/1305909348724400128?s=20

ସୂଚନାଯୋଗ୍ୟ, ବିଧାୟକଙ୍କ ମଧ୍ୟରେ ବିଜେପି ବିଧାୟକ ସୁକାନ୍ତ ନାୟକ, ବିଜେଡି ବିଧାୟକ ପ୍ରଶାନ୍ତ ବେହେରା ଓ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରୁ ସୁସ୍ଥ ହୋଇଥିବାବେଳେ ବିଧାୟକ ପ୍ରଭୁ ଜାନି, ଭାଗିରଥୀ ସେଠୀ, ବିଷ୍ଣୁବ୍ରତ ରାଉତରାୟ, ସୁଶାନ୍ତ ରାଉତ, ପ୍ରଶାନ୍ତ ମୁଦୁଲି, ବ୍ୟୋମକେଶ ରାୟ, ସୁଧାଂଶୁ ଶେଖର ପରିଡ଼ା, ଶ୍ରୀକାନ୍ତ ସାହୁ, ସୁନନ୍ଦା ଦାସ, ସଞ୍ଜିବ ମଲ୍ଲିକ, ଦେବୀପ୍ରସାଦ ମିଶ୍ର, ଅନନ୍ତ ନାରାୟଣ ଜେନା, ପୀତମ ପାଢ଼ୀ, ସଦାଶିବ ପ୍ରଧାନୀ, ଶଶୀଭୂଷଣ ବେହେରା, ବିକ୍ରମ ପଣ୍ଡା, ବ୍ରଜକିଶୋର ପ୍ରଧାନ,ସୁଧୀର ସାମଲ, ସରୋଜ ମେହେର, ପ୍ରଦୀପ ଅମାତ୍ ଏବେ ଗୃହ ସଙ୍ଗେରୋଧରେ ଚିକିତ୍ସାଧୀନ ଅଛନ୍ତି।
ଏମାନଙ୍କ ବ୍ୟତୀତ ବିଜେଡିର ଦୁଇ ସାଂସଦ ରମେଶ ମାଝୀ ଓ ମଞ୍ଜୁଲତା ମଣ୍ଡଳ ଏବଂ ବିଜେପି ସାଂସଦ ସୁରେଶ ପୂଜାରୀ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story