ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏଯାବତ ରାଜ୍ୟରେ ୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି। ଭୁବନେଶ୍ୱରର ମୋଟ ୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହେଲେଣି। Happy to share that one more COVID-19 positive case from Bhubaneswar has recovered and is being discharged. With this the total […]

corona-Odisha

corona-Odisha

Jyoshna Pradhan
  • Published: Thursday, 23 April 2020
  • Updated: 23 April 2020, 01:32 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏଯାବତ ରାଜ୍ୟରେ ୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି। ଭୁବନେଶ୍ୱରର ମୋଟ ୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହେଲେଣି।

ସୂଚନାଯୋଗ୍ୟ, ଗତକାଲି ୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ। ସେମାନେ ସମସ୍ତେ ଭୁବନେଶ୍ୱରର। ସେହିପରି ମୋଟ ୮୩ ଆକ୍ରାନ୍ତଙ୍କ ମଧ୍ୟରୁ ୪୯ ଜଣଙ୍କର ଏବେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଚାଲିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story