Advertisment

ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏଯାବତ ରାଜ୍ୟରେ ୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି। ଭୁବନେଶ୍ୱରର ମୋଟ ୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହେଲେଣି। Happy to share that one more COVID-19 positive case from Bhubaneswar has recovered and is being discharged. With this the total […]

ଅଦ୍ୟତନ ହୋଇଛି
ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

corona-Odisha

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏଯାବତ ରାଜ୍ୟରେ ୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି। ଭୁବନେଶ୍ୱରର ମୋଟ ୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହେଲେଣି।

Advertisment

ସୂଚନାଯୋଗ୍ୟ, ଗତକାଲି ୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ। ସେମାନେ ସମସ୍ତେ ଭୁବନେଶ୍ୱରର। ସେହିପରି ମୋଟ ୮୩ ଆକ୍ରାନ୍ତଙ୍କ ମଧ୍ୟରୁ ୪୯ ଜଣଙ୍କର ଏବେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଚାଲିଛି।

Advertisment

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe