ବାଲୁଙ୍କେଶ୍ୱର ବାବାଙ୍କ ଦେବ ନିମନ୍ତ୍ରଣ କାର୍ଯ୍ୟ ସଂପନ୍ନ

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ଶୀତଳଷଷ୍ଠୀ ପାଇଁ ଚଳଚଞ୍ଚଳ ହୋଇଉଠିଛି ସମ୍ବଲପୁର ସହର। ଦେବ ବିବାହ ପାଇଁ ଧୁମଧାମ୍‌ରେ ଚାଲିଛି ଆୟୋଜନ। ଶିବ-ପାର୍ବତୀ ବିବାହ ପୂର୍ବରୁ ଗତକାଲି ରାତିରେ ନନ୍ଦପଡ଼ାର ବମ୍ ବରାଡ଼ ବାଲୁଙ୍କେଶ୍ୱର ବାବାଙ୍କ ଦେବ ନିମନ୍ତ୍ରଣ କାର୍ଯ୍ୟ ଓ ଗୁଆଗୁଣ୍ଡା ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ ନୃସିଂହ ମହାପ୍ରଭୁ ସହରର ବିଭିନ୍ନ ଦେବାଦେବୀଙ୍କ ମନ୍ଦିରକୁ ଯାଇ ଗୁଆ-ହଳଦି-ମିଠେଇ ଓ ଖଜା ଦେଇ ଦିଅଁ ମାନଙ୍କୁ ଭୋଳାବାବାଙ୍କ ବିବାହ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ କରିଥିଲେ। ଦେବ ନିମନ୍ତ୍ରଣ […]

7888800000000

7888800000000

Tapaswini Nayak
  • Published: Wednesday, 05 June 2019
  • Updated: 05 June 2019, 09:51 AM IST

Sports

Latest News

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ଶୀତଳଷଷ୍ଠୀ ପାଇଁ ଚଳଚଞ୍ଚଳ ହୋଇଉଠିଛି ସମ୍ବଲପୁର ସହର। ଦେବ ବିବାହ ପାଇଁ ଧୁମଧାମ୍‌ରେ ଚାଲିଛି ଆୟୋଜନ। ଶିବ-ପାର୍ବତୀ ବିବାହ ପୂର୍ବରୁ ଗତକାଲି ରାତିରେ ନନ୍ଦପଡ଼ାର ବମ୍ ବରାଡ଼ ବାଲୁଙ୍କେଶ୍ୱର ବାବାଙ୍କ ଦେବ ନିମନ୍ତ୍ରଣ କାର୍ଯ୍ୟ ଓ ଗୁଆଗୁଣ୍ଡା ସମ୍ପନ୍ନ ହୋଇଛି।

ପରମ୍ପରା ଅନୁସାରେ ନୃସିଂହ ମହାପ୍ରଭୁ ସହରର ବିଭିନ୍ନ ଦେବାଦେବୀଙ୍କ ମନ୍ଦିରକୁ ଯାଇ ଗୁଆ-ହଳଦି-ମିଠେଇ ଓ ଖଜା ଦେଇ ଦିଅଁ ମାନଙ୍କୁ ଭୋଳାବାବାଙ୍କ ବିବାହ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ କରିଥିଲେ।

ଦେବ ନିମନ୍ତ୍ରଣ ଶୋଭାଯାତ୍ରା ପୂର୍ବରୁ ସଂଧ୍ୟାରେ ନୃସିଂହ ମହାପ୍ରଭୁଙ୍କୁ ଏକ ସୁସଜ୍ଜିତ ବିମାନରେ ଉପବେସନ କରାଯାଇଥିଲା। ପରେ ପାରମ୍ପାରିକ ରୀତିନୀତିରେ ପୂଜାର୍ଚ୍ଚନା ଓ ଆଳତି କରାଯାଇଥିଲା। ଏହାକୁ ଦେଖିବା ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା।

ସୋମବାର ରାତିରେ ନନ୍ଦପଡ଼ା ବମ୍ ବରାଡ଼ ବାଲୁଙ୍କେଶ୍ୱର ବାବାଙ୍କର ପତରପେଣ୍ଡି ବା ନିର୍ବନ୍ଧ କାର୍ଯ୍ୟ ସମ୍ପନ୍ନ ହୋଇଥିଲା।

ଆସନ୍ତା ୭ ତାରିଖରେ ଶିବ-ପାର୍ବତୀଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story