ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସତ୍ୟନଗର ଶ୍ମଶାନରେ ବଢ଼ୁଛି ଶବ ସଂଖ୍ୟା। କୋଭିଡ୍ ଜନିତ ମୃତ୍ୟୁ ସଂଖ୍ୟା ବଢ଼ୁଥିବାରୁ ଶବ ସଂସ୍କାର ପାଇଁ ରାଜଧାନୀ ଭୁବନେଶ୍ୱରରେ କରାଯଯବ ବିକଳ୍ପ ବ୍ୟବସ୍ଥ ପାଇଁ ଯୋଜନା କରାଯାଉଛି। ଏଥିପାଇଁ ରାଜଧାନୀରେ ଆଉ ଦୁଇଟି ମଶାଣି ବ୍ୟବସ୍ଥା କରାଯିବ ବୋଲି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଛନ୍ତି। ତେଣୁ ରାଜଧାନୀରେ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ ହେବ ଆଉ ୨ ଟି ଶ୍ମଶାନ। ସତ୍ୟନଗର ଶ୍ମଶାନ ଉପରେ ଅଧିକ ଚାପ ପଡୁଥିବାରୁ ବ୍ୟବସ୍ଥା କରାଯାଉଛି। ବିଶେଷ କରି
କୋଭିଡ଼ କାରଣରୁ ସତ୍ୟନଗରରେ ସଂସ୍କାର ସଂଖ୍ୟା ବଢ଼ିଛି। ଅନ୍ୟ ଜିଲ୍ଲା ପାଇଁ ସ୍ୱର୍ଗଦ୍ୱାର ବନ୍ଦ ଥିବାରୁ ସତ୍ୟନଗର ଉପରେ ଅଧିକ ଚାପ ପଡୁଛି। ସେ ଦୃଷ୍ଟିରୁ ଭୁବନେଶ୍ୱରରେ ଆଉ ୨ଟି ଶ୍ମଶାନ କରାଯାଉଛି।
ପଟିଆ ଏବଂ ଖଣ୍ଡଗିରି ଅଞ୍ଚଳରେ ୨ଟି ନୂଆ ଶ୍ମଶାନ କରାଯାଉଛି। ପଟିଆରେ ଗ୍ୟାସ୍ ଜରିଆରେ ଶବ ସଂସ୍କାର ବ୍ୟବସ୍ଥା କରାଯାଉଛି। ଖଣ୍ଡଗିରିରେ ବିଦ୍ୟୁତ୍ ଚାଳିତ ଶବଦାହ ବ୍ୟବସ୍ଥା କରାଯାଉଛି।
ଶ୍ମଶାନ କାର୍ଯ୍ୟ ସାରିବାକୁ ଦେଢ଼ମାସ ଲାଗିବ କାମ ଆରମ୍ଭ ହୋଇଛି ବୋଲି ବିଏମସି କମିଶନର କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।