ରାଜ୍ୟରେ କରୋନା ନେଲା ଆଉ ୨ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ଯୋଗୁ ରାଜ୍ୟରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬ରେ ପହଞ୍ଚିଛି। ଏହି ଦୁଇ ମୃତକଙ୍କ ମଧ୍ୟରୁ ଜଣେ ସୁନ୍ଦରଗଡ଼ର ହୋଇଥିବା ବେଳେ ଅନ୍ୟ ଜଣେ ଗଜପତି ଜିଲ୍ଲାର। ଉଭୟ ସୁନ୍ଦରଗଡ଼ ଓ ଗଜପତି ଜିଲ୍ଲାରେ ଏହା ହେଉଛି ପ୍ରଥମ କରୋନା ମୃତ୍ୟୁ। ଉଭୟ ମୃତକ ପୁରୁଷ। ଗଜପତିରେ […]

odisha1

odisha1

Jitendra Garnayak
  • Published: Sunday, 05 July 2020
  • Updated: 05 July 2020, 11:12 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ଯୋଗୁ ରାଜ୍ୟରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬ରେ ପହଞ୍ଚିଛି।

ଏହି ଦୁଇ ମୃତକଙ୍କ ମଧ୍ୟରୁ ଜଣେ ସୁନ୍ଦରଗଡ଼ର ହୋଇଥିବା ବେଳେ ଅନ୍ୟ ଜଣେ ଗଜପତି ଜିଲ୍ଲାର। ଉଭୟ ସୁନ୍ଦରଗଡ଼ ଓ ଗଜପତି ଜିଲ୍ଲାରେ ଏହା ହେଉଛି ପ୍ରଥମ କରୋନା ମୃତ୍ୟୁ।

ଉଭୟ ମୃତକ ପୁରୁଷ। ଗଜପତିରେ ଯାହାଙ୍କ ମୃତ୍ୟୁ ଘଟିଛି, ତାଙ୍କୁ ୪୦ ବର୍ଷ ହୋଇଥିଲା। ସୁନ୍ଦରଗଡ଼ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କୁ ୬୪ ବର୍ଷ ହୋଇଥିଲା। ସେ ଡାଇବେଟିସ୍‌ରେ ମଧ୍ୟ ପୀଡ଼ିତ ଥିଲେ।

୩୬ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୦ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୭ ଓ କଟକରୁ ୪ ଜଣ ଅଛନ୍ତି। ସେହିପରି ବରଗଡ଼, ପୁରୀ ଓ ଅନୁଗୋଳ ଜିଲ୍ଲାରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୦୭୦ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୫,୯୩୪ ସୁସ୍ଥ ହୋଇସାରିଥିବା ବେଳେ ୩,୦୯୦ ଜଣଙ୍କ ଚିକିତ୍ସା ଚାଲିଛି। ସେହିପରି ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ସେମାନଙ୍କ ମୃତ୍ୟୁର କାରଣ କରୋନା ନୁହେଁ ବୋଲି କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story