‘29 ତାରିଖରୁ ରାଜ୍ୟରେ ପୁଣି ଏକ ପଶ୍ଚିମା ଝଡ଼’ | Odisha Reporter
ଆସନ୍ତା ୨୯ରେ ଆଉ ଏକ ପଶ୍ଚିମା ଝଡ଼ । ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠୁ ଘଡ଼ଘଡ଼ି ବର୍ଷା ସହ ଝଡ଼ ପବନ ସମ୍ଭାବନା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଓ କାଲି ଘଡ଼ଘଡ଼ି ସହ ବର୍ଷା, ଝଡ଼ ପବନ ବହିପାରେ। ୩୦ରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶା ଏବଂ ୩୧ରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
