Advertisment

ଆସନ୍ତା ୨୯ରେ ଆଉ ଏକ ପଶ୍ଚିମା ଝଡ଼

ଆସନ୍ତା ୨୯ରେ ଆଉ ଏକ ପଶ୍ଚିମା ଝଡ଼ । ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠୁ ଘଡ଼ଘଡ଼ି ବର୍ଷା ସହ ଝଡ଼ ପବନ ସମ୍ଭାବନା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଓ କାଲି ଘଡ଼ଘଡ଼ି ସହ ବର୍ଷା, ଝଡ଼ ପବନ ବହିପାରେ। ୩୦ରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶା ଏବଂ ୩୧ରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Odisha Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe