ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରେ ରାଜ୍ୟର ଆଉ ଜଣେ ଯୁବ ସାମ୍ବାଦିକଙ୍କ ପରଲୋକ ହୋଇଛି। ଟାଇମ୍ସ ଅଫ୍ ଇଣ୍ଡିଆର ସାମ୍ବାଦିକ ପ୍ରୀତିମାନ ମହାପାତ୍ରଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ ପ୍ରୀତିମାନ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଆଇଆଇଏମସି ଢେଙ୍କାନାଳରୁ ସାମ୍ବାଦିକତା ପାଠ୍ୟକ୍ରମ ଶେଷ କରି ଏକାଧିକ ପ୍ରିଣ୍ଟମିଡିଆରେ ଦକ୍ଷତାର କାର୍ଯ୍ୟନିର୍ବାହ କରିଥିବା ପ୍ରୀତିମାନ ପରବର୍ତ୍ତୀ ସମୟରେ ଟାଇମସ୍ ଅଫ ଇଣ୍ଡିଆରେ କାର୍ଯ୍ୟ କରୁଥିଲେ। ତେବେ ତାଙ୍କ ମୃତ୍ୟୁରେ ସାମ୍ବାଦିକ ମହଲରେ ଗଭୀର ଶୋକର ଛାୟା ଖେଳି ଯାଇଛି। ଗତକାଲି ସାମ୍ବାଦିକ ଦେବେନ୍ଦ୍ର ସାମନ୍ତରାୟଙ୍କ ମୃତ୍ୟୁ ଘଟିଥିବା ବେଳେ ପୂର୍ବରୁ ଅମଜାଦ୍ ବାଦସା, ମାନସ ରଞ୍ଜନ ଜୟପୁରିଆଙ୍କ ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।