ଭୁବନେଶ୍ୱର:ଅଂଶୁଘାତ ମୁକାବିଲା ନେଇ ସବୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି କରିଛନ୍ତି । ଏହି ଚିଠିରେ ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଅଂଶୁଘାତ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ପାନୀୟ ଜଳ ଯୋଗାଣକୁ ସୁନିଶ୍ଚିତ କରିବା ସହ ଅଚଳ ନଳକୂପ ଓ ପାଇପର ତୁରନ୍ତ ମରାମତି କରିବାକୁ ସେ ଚିଠିରେ ଦର୍ଶାଇଛନ୍ତି। ଏହା ସହ ସେ କହିଛନ୍ତି ଅଂଶୁଘାତ ଆକ୍ରାନ୍ତଙ୍କୁ ଆପାତକାଳୀନ ଚିକିତ୍ସା ସୁବିଧା ଯୋଗାଇଦିଅ। ଏନେଇ ଦୈନିକ ରିର୍ପୋଟ ଦାଖଲ କରିବାରୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। କମିଶନର କହିଛନ୍ତି ଯେ,ଦିନ ୧୧ ଟା ୩୦ରୁ ୩ ଟା ୩୦ ଯାଏଁ ଶ୍ରମିକମାନେ ଖରାରେ କାମ କରିପାରିବେ ନାହିଁ। ଖରାଦିନେ ବସଯାତ୍ରୀମାନେ ପାଖରେ ପାଣି ରଖିବା ଜାରୁରୀ ବୋଲି ସେ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।