ଅନୁପ ସାହୁ ହେଲେ ଭୁବନେଶ୍ୱର ଡିସିପି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି। ଭୁବନେଶ୍ୱର ଡିସିପି ସତ୍ୟବ୍ରତ ଭୋଇ ଡିଆଇଜି ପାହ୍ୟାକୁ ପଦୋନ୍ନତି ପାଇଛନ୍ତି। ତାଙ୍କୁ ଉତ୍ତରାଞ୍ଚଳ ଡିଆଇଜି କରାଯାଇଛି। ଅନୁପ ସାହୁଙ୍କୁ ଭୁବନେଶ୍ୱର ଡିସିପି ଭାବେ ନିଯୁକ୍ତି ଦିଆଯାଇଛି।

anup

Rakesh Mallick
  • Published: Thursday, 08 March 2018
  • , Updated: 08 March 2018, 08:45 PM IST

Related story