ଜଳେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପି ନେତ୍ରୀ ତଥା ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗା ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ନିର୍ବାଚନମଣ୍ଡଳୀରେ ନିର୍ବାଚନ ପ୍ରଚାର କରୁଛନ୍ତି। ସେ ଡୋର୍ ଟୁ ଡୋର୍ ପ୍ରଚାର କରି ବିଜେପି ପ୍ରାର୍ଥୀଙ୍କୁ ଜିତାଇବାକୁ ନିବେଦନ କରୁଛନ୍ତି।
ସେ ପ୍ରଥମେ ଜଳେଶ୍ୱର କାଳୀମନ୍ଦିରକୁ ଯାଇଥିଲେ। ମାଆଙ୍କ ଆଶୀର୍ବାଦ ନେଇ ବଳରାମପୁରରୁ ରୋଡ-ଶୋ' ମାଧ୍ୟମରେ ବାଲେଶ୍ୱର ବିଜେପି ସାଂସଦ ପ୍ରାର୍ଥୀ ପ୍ରତାପ ଷଡ଼ଙ୍ଗୀ ଓ ଜଳେଶ୍ୱର ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଥିଲେ ଅପରାଜିତା।
ଶ୍ରୀମତୀ ଷଡ଼ଙ୍ଗୀ କହିଛନ୍ତି-“ପ୍ରଥମ ଥର ପାଇଁ ଜଳେଶ୍ୱର ଆସିଛି। ଲୋକଙ୍କ ସହିତ ମିଶୁଛି ଓ ବିଜେପି ପ୍ରାର୍ଥୀଙ୍କୁ ଭୋଟ୍ ଦେବାକୁ ଅନୁରୋଧ କରୁଛି। ବିଜେପି କ୍ଷମତାକୁ ଆସିଲେ ଦୁର୍ନୀତି ଓ ଭ୍ରଷ୍ଟାଚାର ଅନ୍ତ ହେବ। ଏଠି ବହୁ ଉଚ୍ଚ ଶିକ୍ଷକ ଯୁବକ ଅଛନ୍ତି। ମାତ୍ର ସେମାନଙ୍କୁ ନିଯୁକ୍ତି ସୁଯୋଗ ମିଳୁନାହିଁ। ସେମାନେ ଏବେ ବେକାର ହୋଇ ବସିଛନ୍ତି। ରାଜ୍ୟରୁ ବେକାରୀ ସମସ୍ୟା ଦୂର କରିବୁ। ମହିଳାମାନଙ୍କୁ ସଶକ୍ତ କରାଯିବ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ନିର୍ମାଣାଧୀନ ଘରେ ଅଘଟଣ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମୃତ, ଜଣେ ଗୁରୁତର
ଗୁରୁତର ଅବସ୍ଥାରେ ଉଭୟଙ୍କୁ ଟିଟିଲାଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଉଦ୍ଧବଙ୍କୁ ମୃତ ଘୋଷଣ କରାଯାଇଥିଲା।
Crime
ନେଇଗଲେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଦାମୀ ମୋବାଇଲ୍
ବିଳମ୍ୱିତ ରାତିରେ ଦୁର୍ବୃତ୍ତମାନେ ଦୀପଙ୍କର ମୋବାଇଲ୍ ଦୋକାନର ପଛ ପାର୍ଶ୍ୱ କାନ୍ଥରେ କଣା କରି ଭିତରେ ପଶିଥିଲେ। ଆଉ ଦୋକାନରେ ଥିବା ସବୁ ଦାମୀନାମୀ କମ୍ପାନୀର ମୋବାଇଲ୍ ଲୁଟି ନେଇଯାଇଥିଲେ।
Weather
ଶୀତ ସାଙ୍ଗକୁ କଲବଲ କରିବ କୁହୁଡି!
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଶୁକ୍ରବାର ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ରାୟଗଡ଼ା ଓ ଝାରସୁଗୁଡ଼ାରେ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।
Crime
ସାହାଯ୍ୟ ବାହାନାରେ ଯୁବତୀଙ୍କୁ ଅସଦାଚରଣ, ବନ୍ଧା ହେଲେ ଆରପିଏଫ ଏଏସଆଇ
ହଷ୍ଟେଲ ବନ୍ଦ ଥିବାରୁ ରାଜଧାନୀରେ ଏକୁଟିଆ ହୋଇ ଯାଇଥିବା ଯୁବତୀ ଆରପିଏଫ ଥାନାକୁ ଯାଇଥିଲେ ।
Crime
ରାଜଧାନୀରେ ବୀଭତ୍ସ ହତ୍ୟା ଘଟଣା, ମୃତକଙ୍କ ପରିଚୟ ମିଳିଲା
ମୃତକ କେଦାରପଲ୍ଲୀ ବସ୍ତିର ସହଦେବ ନାୟକ ବୋଲି ଜଣାଯାଇଛି। ସେ ପୁଲିସ ମିତ୍ର ଭାବେ ମଧ୍ୟ କାର୍ଯ୍ୟ କରୁଥିଲେ।