ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ତାଙ୍କ ନୂଆଦିଲ୍ଲୀ ସ୍ଥିତ ସରକାରୀ ବାସ ଭବନରେ ଭେଟିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଉଭୟ ଭାରତୀୟ ପ୍ରଶାସନିକ ସେବା ସମୟରେ ବ୍ୟାଚମେଟ ଥିଲେ।
ଓଡ଼ିଶା କ୍ୟାଡ୍ର ମେଟ୍ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରି ଉଭୟ ସଂସଦୀୟ କ୍ଷେତ୍ର ଓ ଓଡ଼ିଶାରେ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ବିଷୟରେ ଆଲୋଚନା କରିଛନ୍ତି। ଏହି ଅବସରରେ ପୁରାତନ ସ୍ମୃତିକୁ ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଅପରାଜିତା ଶୁଭେଚ୍ଛା ଓ ସହଯୋଗ କାମନା କରିବା ସହ ଆଗାମୀ ଦିନରେ ଅଶ୍ୱିନୀ ବୈଷ୍ଣବଙ୍କୁ ସମସ୍ତ ସହଯୋଗ ପ୍ରଦାନ କରିବେ ବୋଲି କହିଥିଲେ।
https://twitter.com/AprajitaSarangi/status/1421372997265358848?s=20
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।