କଟକ (ଓଡ଼ିଶା ରିପୋର୍ଟର): ଆସନ୍ତା ୨୦ ତାରିଖରେ ହେବାକୁ ଥିବା ସଚିବାଳୟର ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ASO) ପରୀକ୍ଷାକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏହି ଦିନ ଅନ୍ୟ ୩ଟି କେନ୍ଦ୍ରୀୟ ପରୀକ୍ଷା ପଡୁଥିବାରୁ ASO ପରୀକ୍ଷାକୁ ଘୁଞ୍ଚାଇବା ଦାବି କରିଛନ୍ତି ପରୀକ୍ଷାର୍ଥୀ। ଏ ନେଇ ବହୁ ସଂଖ୍ୟାରେ ଚାକିରି ଆଶାୟୀ ଆଜି କଟକ ସ୍ଥିତ OPSC କାର୍ଯ୍ୟାଳୟ ଘେରାଉ କରାଯିବା ସହ ଧାରଣା ଦେଇଛନ୍ତି।
ସେହିପରି ASO ପରୀକ୍ଷାକୁ ଅଫ୍ ଲାଇନ୍ରେ ନ କରି ଅନ୍ଲାଇନରେ କରିବାକୁ ଦାବି କରିଛନ୍ତି ପରୀକ୍ଷାର୍ଥୀ। ପୂର୍ବରୁ ଗତ ଡିସେମ୍ବର ୨୩ ତାରିଖରେ ASO ପରୀକ୍ଷା ହେବାର ଥିଲା। ତେବେ OPSC କର୍ତ୍ତୃପକ୍ଷ ଏହାକୁ ଆସନ୍ତା ୨୦ ତାରିଖକୁ ଘୁଞ୍ଚାଇ ଦେଇଥିଲେ।
ଏ ନେଇ OPSC କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।