ଘର ଘର ବୁଲି ପ୍ରଚାର କରୁଛନ୍ତି ଅପରାଜିତା, ଦେଖନ୍ତୁ ଫଟୋ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପି ପକ୍ଷରୁ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ପ୍ରାର୍ଥୀ ହୋଇଥିବା ପୂର୍ବତନ ଆଇଏଏସ୍‌ ଅଧିକାରୀ ଅପରାଜିତା ଷଢ଼ଙ୍ଗୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ପ୍ରଚାର କରୁଛନ୍ତି।