ଏପ୍ରିଲ ୧୪ ଆମ୍ବେଦକର ଜୟନ୍ତୀଙ୍କୁ ସରକାରୀ ଛୁଟି ଘୋଷଣା

ଭୁବନେଶ୍ୱର: ଏପ୍ରିଲ ୧୪ ତାରିଖ ସମ୍ବିଧାନ ପ୍ରଣେତା ଡ. ବିଆର ଆମ୍ବେଦକରଙ୍କ ଜୟନ୍ତୀକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସ୍ୱର୍ଗତ ଆମ୍ବେଦକରଙ୍କୁ ସମ୍ମାନ ଜଣାଇ ଏହି ଛୁଟି ଘୋଷଣା କରାଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି।  ସୂଚନାଯୋଗ୍ୟ ଯେ ଏବର୍ଷ ଡଃ ଆମ୍ବେଦକରଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଳନ କରାଯାଉଛି।

Sachivalaya_building-bbsr-

Rakesh Mallick
  • Published: Wednesday, 30 March 2016
  • , Updated: 30 March 2016, 12:21 PM IST

ଭୁବନେଶ୍ୱର: ଏପ୍ରିଲ ୧୪ ତାରିଖ ସମ୍ବିଧାନ ପ୍ରଣେତା ଡ. ବିଆର ଆମ୍ବେଦକରଙ୍କ ଜୟନ୍ତୀକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସ୍ୱର୍ଗତ ଆମ୍ବେଦକରଙ୍କୁ ସମ୍ମାନ ଜଣାଇ ଏହି ଛୁଟି ଘୋଷଣା କରାଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି।

 ସୂଚନାଯୋଗ୍ୟ ଯେ ଏବର୍ଷ ଡଃ ଆମ୍ବେଦକରଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଳନ କରାଯାଉଛି।

Related story