ଆରମ୍ଭ ହେଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ: ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା।ଚଳିତବର୍ଷ ୧୮ହଜାର ୬ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିପାଇଁ ବୋର୍ଡ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇଛି। ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ପରୀକ୍ଷାର୍ଥୀଙ୍କୁ ନୂଆ ରୋଲ ନମ୍ୱର ଦିଆଯାଇନାହିଁ। ସେମାନେ ରେଗୁଲାର ପରୀକ୍ଷାର ପାଇଥିବା ରୋଲ୍ ନମ୍ୱରରେ ହିଁ ପରୀକ୍ଷା ଦେବେ। ପ୍ରତ୍ୟେକ ଜିଲ୍ଲା ମୁଖ୍ୟାଳୟରେ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା କେନ୍ଦ୍ର କରାଯାଇଥିବାବେଳେ ପ୍ରତି କେନ୍ଦ୍ର ନୋଡାଲ ସେଣ୍ଟର ଭାବେ ବ୍ୟବହାର କରାଯାଉଛି। […]

10th

10th

Rakesh Mallick
  • Published: Monday, 22 June 2015
  • Updated: 22 June 2015, 03:49 AM IST

Sports

Latest News

କଟକ: ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା।ଚଳିତବର୍ଷ ୧୮ହଜାର ୬ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିପାଇଁ ବୋର୍ଡ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇଛି। ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ପରୀକ୍ଷାର୍ଥୀଙ୍କୁ ନୂଆ ରୋଲ ନମ୍ୱର ଦିଆଯାଇନାହିଁ। ସେମାନେ ରେଗୁଲାର ପରୀକ୍ଷାର ପାଇଥିବା ରୋଲ୍ ନମ୍ୱରରେ ହିଁ ପରୀକ୍ଷା ଦେବେ। ପ୍ରତ୍ୟେକ ଜିଲ୍ଲା ମୁଖ୍ୟାଳୟରେ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା କେନ୍ଦ୍ର କରାଯାଇଥିବାବେଳେ ପ୍ରତି କେନ୍ଦ୍ର ନୋଡାଲ ସେଣ୍ଟର ଭାବେ ବ୍ୟବହାର କରାଯାଉଛି। ଆସନ୍ତା ୨୭ ତାରିଖରେ ପରୀକ୍ଷା ସରିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story